ପ୍ରଦ୍ୟୁଷିତ ବାୟୁ ନେଉଛି ଗର୍ଭସ୍ଥ ଶିଶୁଙ୍କ ଜୀବନ

ବେଜିଂ, ୫।୧୨: ପ୍ରଦୂଷିତ ବାୟୁରେ ଥିବା କ୍ଷୁଦ୍ର କଣିକା ଚାଇନାରେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ସାଇଣ୍ଟିଫିକ୍‌ ଜର୍ନାଲ ନେଚର କମ୍ୟୁନିକେଶନରେ ପ୍ରକାଶିତ ଏକ ଅଧ୍ୟୟନ ରିପୋର୍ଟ ଅନୁସାରେ, ବାୟୁ ପ୍ରଦୂଷଣ କାରଣରୁ ଚାଇନାରେ ପ୍ରତିବର୍ଷ ୬୪,୦୦୦ ଗର୍ଭସ୍ଥ ଶିଶୁଙ୍କ ପ୍ରାଣହାନୀ ଘଟୁଛି। ଦୂଷିତ ବାୟୁରେ ଉପସ୍ଥିତ ଥିବା କ୍ଷୁଦ୍ର କଣିକାର ଆକାର ୨.୫ ମାଇକ୍ରୋନ୍‌ରୁ କମ୍‌। ଏହି କ୍ଷୁଦ୍ର କଣିକା ପ୍ଲାସେଣ୍ଟା ମଧ୍ୟ ଦେଇ ଗର୍ଭବତୀ ମହିଳାଙ୍କ ଗର୍ଭାଶୟରେ ପ୍ରବେଶ କରିବା ଦ୍ୱାରା ଶିଶୁର ଶ୍ୱାସକ୍ରିୟାରେ ଅସୁବିଧା ହୋଇଥାଏ। ଫଳରେ ସେମାନଙ୍କ ମୃତ୍ୟୁ ଘଟୁଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଦେଶଗୁଡ଼ିକ ମଧ୍ୟରେ ଚାଇନା ଚତୁର୍ଥ ସ୍ଥାନରେ ରହିଥିବା ବେଳେ ଭାରତ, ପାକିସ୍ତାନ ଏବଂ ନାଇଜେରିଆ ଆଗରେ ଅଛନ୍ତି। ଚାଇନା ବ୍ୟତୀତ ବିଶ୍ୱର ଅନ୍ୟ ଦେଶଗୁଡ଼ିକରେ ୯୮% ଗର୍ଭସ୍ଥ ଶିଶୁଙ୍କ ମୃତ୍ୟୁ ଘଟୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri