Posted inଜାତୀୟ

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ସରକାରଙ୍କୁ ଉପାୟ ଚିନ୍ତା କରିବାକୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ବେଳକୁ ବେଳ ପ୍ରଦୂଷିତ ହେବାରେ ଲାଗିଛି । ଏହାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ କୌଣସିଟା ଫଳପ୍ରଦ ହୋଇନାହିଁ । ଚଳିତ ବର୍ଷ ଦୀପାବଳି ପୂର୍ବରୁ ଏଠାରେ ଲୋକେ ନିଶ୍ୱାସ ନେବା କଷ୍ଟକର ହୋଇପଡିଛି । ଶୁକ୍ରବାର ଏହାକୁ ନେଇ ସୁପ୍ରିମକୋର୍ଟରେ ଏକ ଶୁଣାଣି କରାଯାଇଛି । ଏଥିରେ ସଲିସିଟର ଜେନରାଲ ତୁଷାର ମେହେତା କହିଥିଲେ ପ୍ରଦୂଷଣ ଉପରେ ନିୟନ୍ତ୍ରଣ ଲାଗି ଗଠନ କରାଯାଇଥିବା ଆୟୋଗ ଆଜିଠାରୁ କାର୍ଯ୍ୟ କରିବ । ଏହାପରେ କୋର୍ଟ କହିଥିଲେ କି ସ୍ପଷ୍ଟ କରାଯାଉ ଯେ ଦିଲ୍ଲୀରେ କେବେ ପ୍ରଦୂଷଣରୁ ମୁକ୍ତି ମିଳିବ । ଏହାର ପରବର୍ତ୍ତି ଶୁଣାଣି ଦୀପାବଳି ପରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri