ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ ହୋଇପାରେ।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ସୂଚନା ଅନୁଯାୟୀ, ଜାନୁଆରି ୩ ତାରିଖ ବେଳକୁ ଏହାର ଦକ୍ଷିଣରେ (ବିଷୁବରେଖା ନିକଟରେ) ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବଙ୍ଗୋପସାଗରର ଏହି ସମ୍ଭାବ୍ୟ ଲଘୁଚାପ ବିଶେଷ ଘନୀଭୂତ ହୋଇ ନପାରେ।

ଏହି ସିଷ୍ଟମ ସପ୍ତାହେ ପର୍ଯ୍ୟନ୍ତ ଦକ୍ଷିଣ ବଙ୍ଗୋପସାଗରରେ ସ୍ଥିର ରହିବାର ସମ୍ଭାବନା ଅଛି। ଏହାର ଘନୀଭୂତ ହେବାର ତୀବ୍ରତା ବା ଗତିପଥ ବିଷୟରେ ବର୍ତ୍ତମାନଠାରୁ ଆକଳନ କରିବା ସମ୍ଭବ ନୁହେଁ। ଏହା ପୂର୍ବରେ ଇଣ୍ଡୋନେସିଆ କିମ୍ବା ପଶ୍ଚିମରେ ଶ୍ରୀଲଙ୍କା ଆଡ଼କୁ ଯାଇପାରେ।

ତେବେ ଏବେଠାରୁ ଏହି ଲଘୁଚାପକୁ ନେଇ ବିଚଳିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri