Posted inଜାତୀୟ

ସେପ୍ଟେମ୍ବର ୩୦ରେ ଭୋପାଳରେ ହେବ ଏୟାର ଶୋ

ଭୋପାଳ,୮।୯: ସେପ୍ଟେମ୍ବର ୩୦ରେ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଆୟୋଜିତ ହେବାକୁ ଥିବା ଏୟାର ଶୋ ପାଇଁ ଏୟାର ମାର୍ଶଲ ବିଭାଗ ପାଣ୍ଡେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟିଛନ୍ତି। ଏୟାର ମାର୍ଶଲ ପାଣ୍ଡେ ରାଜ୍ୟ ହେଙ୍ଗର ଭୋପାଳରେ ସାକ୍ଷାତ କରି ୩୦ସେପ୍ଟେମ୍ବରରେ ଆୟୋଜିତ ହେବାକୁ ଥିବା ଏୟାର ଶୋ’ରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କୁ ଆମନ୍ତ୍ରଣ କରିଛନ୍ତି। ଆପଣଙ୍କୁ କହିରଖୁଛୁ ଯେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଆୟୋଜିତ ଏୟାର ଶୋ’ରେ ଅଂଶଗ୍ରହଣ କରିବେ। ଏୟାର ଶୋ ପାଇଁ ୨୨ରୁ ୨୫ସେପ୍ଟେମ୍ବର ପର୍ଯ୍ୟନ୍ତ ଭୋପାଳରେ ଯୁଦ୍ଧ ବିମାନ ଅଭ୍ୟାସ କରୁଥିବା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?