ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକରେ ୧୯୫ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି: ହମାସର ଦାବି…

ଜେରୁଜେଲମ,୨।୧୧: ଇସ୍ରାଏଲ-ହମାସ ଯୁଦ୍ଧ ଯୋଗୁଁ ଦଶ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ଇସ୍ରାଏଲର ସୈନିକମାନଙ୍କ ଦ୍ୱାରା କ୍ରମାଗତ ଭାବରେ ବୋମା ମାଡ କରାଯାଉଛି।

ପାଲେଷ୍ଟାଇନ ଉଗ୍ରବାଦୀ ଦଳର ସଶସ୍ତ୍ର ୱିଙ୍ଗ ଅଲ-କାସାମ ବ୍ରିଗେଡ ଦାବି କରିଛି ମଙ୍ଗଳବାର ଇସ୍ରାଏଲ ଉତ୍ତର ଗାଜାର ଜବାଲିଆ ଶରଣାର୍ଥୀ ଶିବିର ଉପରେ ଏୟାର ଷ୍ଟ୍ରାଇକ କରିଥିଲା। ହମାସ କହିଛି ଏହି ଶରଣାର୍ଥୀ ଶିବିର ଉପରେ ହୋଇଥିବା ଏୟାର ଷ୍ଟ୍ରାଇକ ଯୋଗୁଁ ୧୯୫ ପାଲେଷ୍ଟାଇନ ନାଗରିକଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ୭୭୭ ଜଣ ଆହତ ହୋଇଥିଲେ।

ଏହି ଏୟାର ଷ୍ଟ୍ରାଇକରେ ହମାସର କମାଣ୍ଡର ଇବ୍ରାହିମ ବିୟାରିଙ୍କୁ ହତ୍ୟା କରାଯାଇଥିବା ଇସ୍ରାଏଲ ଦାବି କରିଛି। ତେବେ ରିଲିଫ କ୍ୟାମ୍ପ ଉପରେ ହୋଇଥିବା ଏୟାର ଷ୍ଟ୍ରାଇକକୁ ନେଇ ମିଳିତ ଜାତିସଂଘ ଉଦବେଗ ପ୍ରକାଶ କରିଛି।

ପାଲେଷ୍ଟାଇନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଇସ୍ରାଏଲ ଦୁଇ ଦିନରେ ଦୁଇଥର ଜବାଲିଆ ଶରଣାର୍ଥୀ ଶିବିରକୁ ଟାର୍ଗେଟ କରିଛି। ଜବାଲିଆ ଶରଣାର୍ଥୀ ଶିବିର ଉପରେ ହୋଇଥିବା ଏୟାର ଷ୍ଟ୍ରାଇକକୁ ନେଇ ମିଳିତ ଜାତିସଂଘ ମଧ୍ୟ ଉଦବେଗ ପ୍ରକାଶ କରିଛି।
ଏହି ଯୁଦ୍ଧରେ ୧୪୦୦ରୁ ଅଧିକ ଇସ୍ରାଏଲ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ହମାସ ୨୩୦ରୁ ଅଧିକ ଲୋକଙ୍କୁ ବନ୍ଧକ ରଖିଛନ୍ତି। ହମାସ ଦ୍ୱାରା ପରିଚାଳିତ ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଇସ୍ରାଏଲ ଷ୍ଟ୍ରାଇକରେ ୮,୭୯୬ ପାଲେଷ୍ଟାଇନର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?