Posted inଜାତୀୟ

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ ହଜାର ବିମାନ ଉଡ଼ାଣ ବନ୍ଦ ରହିଥିଲା। ଏବେ କେତେକ ଏ-୩୨୦ ବିମାନର ମେଟାଲ ପ୍ୟାନେଲରେ ଗୁଣବତ୍ତା ସମସ୍ୟା ଦେଖାଦେଇଛି। ଫଳରେ ଏ-୩୨୦ ବର୍ଗର ଅନେକ ବିମାନର ଫ୍ୟୁଜ୍‌ଲେଗ୍‌ ପ୍ୟାନେଲ ପ୍ରଭାବିତ ହେବା ସହ ବିମାନ ଡେଲିଭରି କରିବାରେ ବିଳମ୍ବ ହେଉଛି। ଏୟାରବସ୍‌ ଏବେ କେତେକ ବିମାନର ଯାଞ୍ଚ କରୁଛି। ତେବେ ସୀମିତ ସଂଖ୍ୟକ ବିମାନରେ ଏଭଳି ସମସ୍ୟା ଦେଖାଦେଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ପ୍ରଭାବିତ ହେବା ସମ୍ଭାବନା ଥିବା ସମସ୍ତ ବିମାନକୁ ଯାଞ୍ଚ କରାଯାଉଛି। ୬୦୦ ବିମାନକୁ ଯାଞ୍ଚ କରାଯିବା ଆବଶ୍ୟକ। ତେବେ ସବୁଗୁଡ଼ିକର ପ୍ୟାନେଲରେ ତ୍ରୁଟି ଥିବ ବୋଲି ଆଶା କରାଯାଉ ନାହିଁ । ନୂଆ ତିଆରି ହୋଇଥିବା ପ୍ୟାନେଲଗୁଡ଼ିକରେ ଏଭଳି ସମସ୍ୟା ରହିଥିବା ଚିହ୍ନଟ ହୋଇଛି ବୋଲି ବୋଲି ଏୟାରବସ୍‌ ମୁଖପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri