ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ କଫ ଯୋଗୁ ନିଶ୍ୱାସ ନେବାରେ କଷ୍ଟ ପାଇଥିଲେ। ଏଥିସହ ତାଙ୍କଠାରେ ରକ୍ତଚାପର ସମସ୍ୟା ଦେଖାଯାଇଛି ବୋଲି ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କୁ ଡାକ୍ତର ଟିମ୍‌ ସର୍କିଟ ହାଉସ ଠାରେ ଚିକିତ୍ସା କରିଥିଲେ। ତେବେ ମନ୍ତ୍ରୀଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିବା ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପୋଲିସ ରିଜର୍ଭ ପଡ଼ିଆରେ ହେଲିକପ୍ଟର ଓହ୍ଲାଇ ଥିଲା। ପରେ ଏଥିରେ ମନ୍ତ୍ରୀଙ୍କୁ ଭୁବନେଶ୍ୱର ନିଆଯାଇଛି।

ସୂଚନାଯୋଗ୍ୟ, ମନ୍ତ୍ରୀ ଗୁରୁବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପହଞ୍ଚି ଶୁକ୍ରବାର ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡ଼ିରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ପରେ ସେ ଶନିବାର ବାଲିଗୁଡ଼ା ତୁମୁଡ଼ିବନ୍ଧ ଆଦି ଅଞ୍ଚଳରେ କାର୍ଯ୍ୟକ୍ରମ କରି ଫୁଲବାଣୀରେ ରାତ୍ରିଯାପନ କରିଥିଲେ ା ରବିବାର ଚକାପାଦ ଅଞ୍ଚଳରେ ମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri