କେବଳ ଲଗେଜ ନୁହେଁ ଯାତ୍ରୀଙ୍କ ଓଜନ ମାପିବ ଏୟାରଲାଇନ, ମୋଟା ହୋଇଥିଲେ…

ଓ୍ବାଶିଂଟନ୍‌,୯।୨: ସାଧାରଣତଃ ଫ୍ଲାଇଟରେ ଟ୍ରାଭେଲ କରିବା ସମୟରେ ଯାତ୍ରୀମାନେ ଲଗେଜକୁ ନେଇ ବିଶେଷ ଧ୍ୟାନ ରଖିଥାନ୍ତି। ଏୟାରପୋର୍ଟରେ ଯାଇ ହଇରାଣ ହେବାଠାରୁ ଆବଶ୍ୟକୀୟ ଜିନିଷ ନେଇ ଟ୍ରାଭେଲ କରିବାକୁ ପସନ୍ଦ କରିଥାନ୍ତି। ସେଠାରେ ପହଞ୍ଚିବା ସମୟରେ ବୋର୍ଡିଂବେଳେ ଲଗେଜର ଓଜନ ମପାଯାଇଥାଏ। ଯେଉଁଠାରେ ବେଶୀ ଜିନିଷ ନେଇ ଯାତ୍ରା କରୁଥିଲେ ସେସବୁକୁ ବାହାର କରାଯାଏ। କିନ୍ତୁ ଏୟାରଲାଇନ୍ସ ଜଦି ଲଗେଜର ଓଜନ ମାପିବା ସହ ଯାତ୍ରୀଙ୍କର ମଧ୍ୟ ଓଜନ ମାପେ। ନିକଟରେ ଏପରି କରିବାକୁ ଏୟାରଲାଇନ୍ସ ଏପରି କ୍ରାଏଟେରିଆ ରଖିଛି।

ୟୁରୋପିଅନ ଏୟାରଲାଇନ୍ସ ଫିଏନୟର ଏବେ ଯାତ୍ରୀଙ୍କ ଓଜନ ମାପିବାକୁ ଘୋଷଣା କରିଛ। ଫ୍ଲାଇଟରେ ଚଢିବା ପୂର୍ବରୁ ଯାତ୍ରୀଙ୍କର ପ୍ରଥମେ ଓଜନ ମପାଯିବ। ଏସମ୍ପର୍କରେ ଏୟାରଲାଇନ କହିଛି, ସୁରକ୍ଷିତ ଯାତ୍ରା ପାଇଁ ବିମାନର ମୋଟ ଓଜନ କାଲକୁଲେଟ କରିବା, ଇନ୍ଧନ ଅଛି କି ନାହିଁ ଦେଖିବା, ଖାଇବା-ପିଇବା ସୁବିଧା ଏବଂ ଗ୍ରାହକଙ୍କ ଓଜନ ମଧ୍ୟ ମାପିବା ଜରୁରୀ ଅଟେ।ତେବେ ଏହାକୁ ନେଇ କିଛି ଯାତ୍ରୀ ଅଭିଯୋଗ କରିବା ସହ ଟିକେଟ୍‌ ମଧ୍ୟ କ୍ୟାନସଲ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri