ବିମାନରେ ଫଟୋଗ୍ରାଫି କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୯:ବିମାନ ଭିତରେ ଫଟୋଗ୍ରାଫି କଲେ ସେହି ବିମାନ କମ୍ପାନୀ ବିରୋଧରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) କଟକଣା ଲଗାଇବ। ଏଭଳି ମାମଲା କ୍ଷେତ୍ରରେ ଉକ୍ତ ବିମାନ କମ୍ପାନୀକୁ ନିର୍ଦ୍ଦିଷ୍ଟ ରୁଟ୍‌ରେ ୨ ସପ୍ତାହ ଲାଗି ଚଳାଚଳ ଉପରେ ବ୍ୟାନ୍‌ ଲଗାଯିବ। ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କର ଚଣ୍ଡିଗଡ଼ରୁ ମୁମ୍ବାଇ ବିମାନ ଯାତ୍ରା ସମୟରେ ବିମାନ ଭିତରେ ନିୟମର ଉଲ୍ଲଂଘନ ମାମଲାରେ ଡିଜିସିଏ ଏଭଳି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛି। ସେହିଭଳି ବିମାନରେ ଥିବା କ୍ରିଉ ଏ ଦିଗରେ ଯଦି ଫଟୋଗ୍ରାଫିକୁ ନ ରୋକିବାରେ ସଫଳ ହୁଅନ୍ତି ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଏଭଳି କାର୍ଯ୍ୟରେ ଲିପ୍ତଥିବା ଯାତ୍ରୀଙ୍କ ଲାଗି ମଧ୍ୟ କଟକଣା ଜାରି କରାଯାଇଥିବା ଜଣାପଡିଛି। ଯାତ୍ରୀଙ୍କୁ ବ୍ୟାନ୍‌ କରାଯାଇପାରେ ବୋଲି ଡିଜିସିଏ ଶନିବାର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri