୧୦ ଦିନ ଧରି ଧର୍ମଘଟ କରିବେ ବିମାନବନ୍ଦର ସୁରକ୍ଷାକର୍ମୀ

ଲଣ୍ଡନ,୧୮ା୩: ଲଣ୍ଡନର ହେଥ୍ରୋ ବିମାନବନ୍ଦରରେ ସୁରକ୍ଷାକର୍ମୀମାନେ ୧୦ ଦିନ ପର୍ଯ୍ୟନ୍ତ ଧର୍ମଘଟ କରିବେ। ଦରମା ବୃଦ୍ଧି ଦାବିରେ ସମସ୍ତ କର୍ମଚାରୀ ଏହି ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁନିଅନ ୟୁନିଟ୍‌ କହିଛି, ୟୁରୋପର ଅନ୍ୟତମ ବ୍ୟସ୍ତବହୁଳ ବିମାନବନ୍ଦର ହେଥ୍ରୋ ବିମାନବନ୍ଦରରେ କାର୍ଯ୍ୟ କରୁଥିବା ୧୪୦୦ରୁ ଅଧିକ ସୁରକ୍ଷାକର୍ମୀ ଅଧିକ ବେତନ ଦାବି କରି ମାର୍ଚ୍ଚ ୩୧ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଧର୍ମଘଟ କରିବେ।

ୟୁନିଟ୍‌ କହିଛି, ଧର୍ମଘଟରେ ସାମିଲ ହେବାକୁ ଯାଉଥିବା କର୍ମଚାରୀମାନେ ବିମାନବନ୍ଦରରେ ପ୍ରବେଶ କରୁଥିବା ସମସ୍ତ ମାଲ ଯାଞ୍ଚ କରନ୍ତି। ଏହି ସମୟରେ ବ୍ରିଟେନରେ ଦୁଇ ସପ୍ତାହ ସ୍କୁଲ ଛୁଟି ହେବ। ତେବେ ଧର୍ମଘଟ ସମୟରେ ଇଂଲଣ୍ଡ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜି-୭ ଡକାଇଲା ଜରୁରୀ ବୈଠକ

କିଭ୍‌,୧୦।୧୦: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିଛି। ସୋମବାର ୟୁକ୍ରେନର ରାଜଧାନୀ କିଭ୍‌ ସମେତ ଅନେକ ସହର ଉପରେ ରୁଷିଆ ସୈନ୍ୟ ମିଶାଇଲ...

ବାର୍‌ରେ ଆକ୍ରମଣ: ୧୦ ମୃତ

ମେକ୍ସିକୋ,୧୩ା୩: ମେକ୍ସିକୋର ଗୁଆନାଜୁଏଟୋରେ ଦୁର୍ବୃତ୍ତମାନେ ଏକ ବାର୍‌ ଉପରେ ଆକ୍ରମଣ କରିବାରୁ ୧୦ ଜଣଙ୍କ ଜୀବନ ଯାଇଛି। ଏହି ଆକ୍ରମଣରେ ଅନେକ ଲୋକ ଆହତ ହୋଇଥିବା...

ୟୁକ୍ରେନ୍‌ ଉପରେ ଏବେ ନାଗରିକତା ବୋମା ପକାଇଲା ରୁଷିଆ…

ମସ୍କୋ/କ୍ୱିଭ, ୧୨।୭ : ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ ଏବେ ୟୁକ୍ରେନ୍‌ ଉପରେ ନାଗରିକତା ବୋମା ପକାଇଛନ୍ତି। ୟୁକ୍ରେନ୍‌ର ସମସ୍ତ ଲୋକଙ୍କୁ ରୁଷିଆ ନାଗରିକତା ପ୍ରଦାନ...

କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କା ବୋନସ ଦେବ ଫେସବୁକ

ଓ୍ବାଶିଂଟନ,୧୮।୩: କରୋନା ସଂକ୍ରମଣ ଆତଙ୍କରେ ସାରା ପୃଥିବୀ ଭୟଭୀତ। ଫେସବୁକ୍‌ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ଏହା...

ବିପର୍ଯ୍ୟୟରେ ଯାଇଛି ୨୬୮ ବିଲିୟନ୍‌ ଡଲାର

ବର୍ନ,୫।୧୨: ବିଶ୍ୱରେ ମନୁଷ୍ୟକୃତ ଏବଂ ପ୍ରାକୃତିକ ବିପର୍ଯ୍ୟୟ ମାତ୍ରା କ୍ରମାଗତ ବଢ଼ିବାରେ ଲାଗିଛି। ଏହା ଫଳରେ ବହୁ ଧନ ଜୀବନ ନଷ୍ଟ ହେବା ସହିତ ବୈଶ୍ୱିକ...

ବିମାନ ରାସ୍ତାରେ ବର୍ଷିଲା ବିଜୁଳି, ବିମାନର ଜରୁରୀ ଅବତରଣ

ୱାଶିଂଟନ,୨୪ ।୧୨: ଆମେରିକାର ସ୍ପିରିଟ ଏୟାର ଲାଇନ୍ସର ବିମାନ ଉପରେ ଆକାଶରୁ ବିଜୁଳି ପଡିବା ପରେ ଏହାର ଜରୁରୀ ଅବତରଣ କରାଯାଇଛି । ବିମାନଟି ଫିଲାଡେଲଫିୟାରୁ...

‘ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଫଳପ୍ରଦ ହୋଇ ନ ପାରେ’

ବେଜିଂ, ୧୭।୪: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏକ ଉପାଦେୟ ଔଷଧ ବୋଲି ଭାରତ ସମେତ ଅନେକ ରାଷ୍ଟ୍ର ଏହାର ବ୍ୟବହାର...

Advertisement
Archives

Model This Week