Posted inଜାତୀୟ

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ କରାଯାଇଛି।

ସୋମବାର ସକାଳେ ଦିଲ୍ଲୀ ଏବଂ ଏହାର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘନ କୁହୁଡ଼ି ଦେଖାଯାଇଥିଲା। ଯାହା ଫଳରେ ଅନେକ ଅଞ୍ଚଳରେ ଦୃଶ୍ୟମାନତା ଶୂନ୍ୟ ପାଖାପାଖି ରହିଥିଲା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏପରିକି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁଯାୟୀ, ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୩୩ ଛୁଇଁବା ସହିତ ବାୟୁ ଗୁଣବତ୍ତା ମଧ୍ୟ ତୀବ୍ର ଭାବରେ ଖରାପ ହୋଇଛି।

ଏହାକୁ ଦୃଷ୍ଟିରେ ରଖି ଅନେକ ଏୟାରଲାଇନ୍ସ ୧୦୦ରୁ ଅଧିକ ବିମାନ ବାତିଲ କରିଛନ୍ତି। ଏପରିକି ଏୟାରଲାଇନ୍ସର ସୁରକ୍ଷା ବଜାୟ ରଖିବା ପାଇଁ ସମୟସୂଚୀରେ ପରିବର୍ତ୍ତନ ଯୋଗୁ ୩୦୦ରୁ ଊଦ୍ଧର୍‌ବ ବିମାନ ବିଳମ୍ୱର ସମ୍ମୁଖୀନ ହୋଇଛି। ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ ମଧ୍ୟ ଯାତ୍ରୀମାନଙ୍କୁ ବିମାନ ଅପଡେଟ ଯାଞ୍ଚ କରିବାକୁ ଏବଂ ସେହି ଅନୁସାରେ ଯାତ୍ରା ଯୋଜନା କରିବାକୁ ପରାମର୍ଶ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri