ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ସମର୍ଥତ୍ତ ବିଚ୍ଛିନ୍ନତାବାଦୀମାନଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରାଯାଇଥିଲା। ହ୍ରାଦ୍ରାମାଉଟ୍‌ ପ୍ରଦେଶ ଅଲ୍‌-ଖାସାସ୍‌ ଅଞ୍ଚଳରେ ଥିବା ଏକ ଆତଙ୍କବାଦୀ କ୍ୟାମ୍ପ୍‌ ଉପରେ ବୋମାବାଡ଼ ହୋଇଥିବା ସଦର୍ନ ଟ୍ରାନ୍‌ଜିଶନାଲ କାଉନ୍‌ସିଲ୍‌ ମୁଖ୍ୟ ମହମ୍ମଦ ଅବଦୁଲ ମଲିକ କହିଛନ୍ତି।

କିଛିଦିନ ହେଲା ସାଉଦି ଆରବ ଏବଂ ୟୁଏଇ ମଧ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ ଏହି ଏୟାରଷ୍ଟ୍ରାଇକ୍‌ ହୋଇଛି। ସୂଚନାଯୋଗ୍ୟ, ଦକ୍ଷିଣ ୟେମେନ୍‌ର ବନ୍ଦର ସହର ମୁକଲ୍ଲାରେ ସାଉଦି ବୋମାମାଡ଼ କରିଥିଲା। ୟୁଏଇର ଫୁଜାଇରାହରୁ ଅସ୍ତ୍ର ଭର୍ତ୍ତି ୨ଟି ଜାହାଜ ପହଞ୍ଚିବା ପରେ ଏହି ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri