ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…

ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍‌ଡ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏହି ବିବାହ ଉତ୍ସବରେ ବଚ୍ଚନ ପରିବାର ସମେତ ବଲିଉଡ୍‌ର ବହୁ ତାରକା ସାମିଲ ହୋଇଥିଲେ। ତେବେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନ ଅଲଗା ଅଲଗା ହୋଇ ଏହି ବିବାହ ଉତ୍ସବକୁ ପହଞ୍ଚିଥିଲେ। ଐଶ୍ୱର୍ଯ୍ୟା ନିଜ ଝିଅ ଆରାଧ୍ୟାଙ୍କ ସହ ୱେଡିଂ ଭେନ୍ୟୁକୁ ଆସିଥିବା ବେଳେ ଅଭିଷେକ ତାଙ୍କ ବାପା ତଥା ଭେଟେରାନ ଅଭିନେତା ଅମିତାଭ ବଚ୍ଚନ, ମା’ ଜୟା ବଚ୍ଚନ ଓ ଭଉଣୀ ଶ୍ୱେତା ବଚ୍ଚନଙ୍କ ସହ ବିବାହ ସ୍ଥଳକୁ ଆସିଥିଲେ। ସେହିପରି ଶନିବାର ଅନନ୍ତ ଓ ରାଧିକାଙ୍କ ଶୁଭ ଆଶୀର୍ବାଦ ଉତ୍ସବରେ ମଧ୍ୟ ଉଭୟ ଐଶ୍ୱର୍ଯ୍ୟା ଓ ଅଭିଷେକ ଅଲଗା ଅଲଗା ହୋଇ ପହଞ୍ଚିଥିଲେ। ତେଣୁ ଏହି ଷ୍ଟାର ଦମ୍ପତିଙ୍କ ମଧ୍ୟରେ ସବୁ କିଛି ଠିକ୍‌ ଚାଲି ନ ଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଆରମ୍ଭ ହୋଇଥିଲା।


ତେବେ ଏହାରି ମଧରେ ଉକ୍ତ ବିବାହ ଉତ୍ସବର ଏକ ଫଟୋ ଭାଇରାଲ ହେବାରେ ଲାଗିଛି । ଏହି ଫଟୋରେ ଝିଅ ଆରାଧ୍ୟା ଓ ଅଭିନେତା ହ୍ରିତିକ ରୋଶନଙ୍କ ସହ ଅଭିଷେକ ଏକାଠି ବସିଥିବା ନଜର ଆସୁଛନ୍ତି। ସେହିପରି ଅଭିଷେକଙ୍କ ଠିକ୍‌ ସମ୍ମୁଖରେ ଐଶ୍ୱର୍ଯ୍ୟା ଠିଆ ହୋଇଛନ୍ତି। ସମସ୍ତେ ପରସ୍ପର ସହ ଖୁସିରେ କଥା ହେଉଥିବା ଫଟୋରୁ ଜଣାପଡ଼ୁଛି। ଅଭିଷେକ ଓ ଐଶ୍ୱର୍ଯ୍ୟାଙ୍କୁ ଏକାଠି ଦେଖାଉଥିବା ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହାକୁ ନେଇ ଉଭୟ ଐଶ୍ୱର୍ଯ୍ୟା ଓ ଅଭିଷେକଙ୍କ ପ୍ରଶଂସକମାନେ ଆଶ୍ୱସ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri