ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର କନଫର୍ମ! ବଡ଼ ସଙ୍କେତ ଦେଲେ ଅମିତାଭ ବଚ୍ଚନ, ଯାହାକୁ ନେଇ…

ମୁମ୍ବାଇ: ଦୀର୍ଘ ଦିନ ଧରି ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। କୁହାଯାଉଛି ଯେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ଏହି ଖବର ଉପରେ ଦମ୍ପତି କିମ୍ବା ସେମାନଙ୍କ ପରିବାର ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନାହିଁ। ବର୍ତ୍ତମାନ ଅମିତାଭ ବଚ୍ଚନ ଏପରି କିଛି କରିଛନ୍ତି ଯାହାକୁ ନେଇ ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଖବର ନିଶ୍ଚିତ ହୋଇଯାଇଛି।

ଅମିତାଭ ବଚ୍ଚନଙ୍କୁ କୌନ ବାନେଗା କରୋଡପତି ୧୬ର ହୋଷ୍ଟ କରୁଥିବା ଦେଖିବାକୁ ମିଳୁଛି। ସେ ତାଙ୍କର ଜନ୍ମଦିନ ୧୧ ଅକ୍ଟୋବରରେ ପାଳିଥିଲେ। ଏହି ଖାସ୍‌ ଦିନ କୌନ ବାନେଗା କରୋଡପତି ମଞ୍ଚରେ ପାଳନ କରିଥିଲେ। ଏହି ସମୟରେ ଏକ ଭିଡିଓ ଚଲାଯାଇଥିଲା ଯେଉଁଥିରେ ଅମିତାଭ ବଚ୍ଚନଙ୍କ ପରିବାର ତାଙ୍କୁ ଏକ ବିଶେଷ ବାର୍ତ୍ତା ଦେଇ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।

ଏହି ଭିଡିଓରେ ଅମିତାଭ ବଚ୍ଚନଙ୍କ ପୁରା ପରିବାରର ଶୁଭେଚ୍ଛା ଅନ୍ତର୍ଭୁକ୍ତ ଥିଲା । ଏପରିକି ପତ୍ନୀ ଜୟା ବଚ୍ଚନ, ଝିଅ ଶ୍ୱେତା ନନ୍ଦା ବଚ୍ଚନ, ନାତି ଅଗସ୍ତ୍ୟ ନନ୍ଦା ଏବଂ ନାତୁଣୀ ନବ୍ୟା ନନ୍ଦା ନାଭେଲି ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ବିଗ ବିଙ୍କ ନାତୁଣୀ ଆରାଧ୍ୟା ବଚ୍ଚନଙ୍କ କିଛି ଚିତ୍ର ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇଥିଲା । କିନ୍ତୁ ଐଶ୍ୱର୍ଯ୍ୟା ରାୟଙ୍କୁ ଆଉ କେଉଁଠାରେ ଦେଖିବାକୁ ମିଳି ନ ଥିଲା। ଏଭଳି ପରିସ୍ଥିତିରେ ସୋସିଆଲ ମିଡିଆରେ ପ୍ରଶଂସକମାନେ ଦାବି କରୁଛନ୍ତି ଯେ ଏହା ଐଶ୍ୱର୍ଯ୍ୟା ଏବଂ ଅଭିଷେକଙ୍କ ଛାଡପତ୍ର ହେବାର ଏକ ସୂଚକ। କହୁରଖୁଛୁ ଯେ, ଐଶ୍ୱର୍ଯ୍ୟା ରାୟ ୧୧ ଅକ୍ଟୋବର ବିଳମ୍ବିତ ରାତିରେ ଅମିତାଭ ବଚ୍ଚନଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?