ଜିମ୍ ଯିବାକୁ ପସନ୍ଦ କରନ୍ତିନି ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ନାୟିକାଙ୍କ କଥା ଯଦି ଆଲୋଚନାକୁ ଆସେ ତେବେ ପ୍ରଥମେ ସମସ୍ତଙ୍କ ନଜର ଆସେ ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଉପରକୁ । ଐଶ୍ୱର୍ଯ୍ୟା ଏବେ ୪୭ ବର୍ଷରେ ପଦାର୍ପଣ କରିଥିଲେ ବି ତାଙ୍କ ସୁନ୍ଦରତା ଓ ଫିଟନେସ୍ ଅନ୍ୟମାନଙ୍କଠାରୁ ଯଥେଷ୍ଟ ଅଧିକ । ଅଧିକାଂଶ ସେଲିବ୍ରିଟି ନିଜକୁ ଫିଟ୍ ରଖିବାକୁ ଜିମ୍ ଯାଉଥିବା ବେଳେ ଐଶ୍ୱର୍ଯ୍ୟା କିନ୍ତୁ ଜିମ୍ ଯିବାକୁ ପସନ୍ଦ କରନ୍ତି ନାହିଁ । ହେଲେ ସେ ତାଙ୍କ ଡାଏଟ ଉପରେ ଖୁବ୍ ଧ୍ୟାନ ଦିଅନ୍ତି । ଅଭିନେତ୍ରୀ ୪୫ ମିନିଟ୍ ପର୍ଯ୍ୟନ୍ତ ଘରେ ଜଗିଙ୍ଗ ଓ ବ୍ରିସ୍କ ୱାକ୍ କରନ୍ତି । ଏହାପରେ ଆରମ୍ଭ ହୁଏ ତାଙ୍କର ଯୋଗ ସେସନ୍ । ସପ୍ତାହକୁ ମାତ ୨ ଥର ସେ ଜିମ୍ ଯାଇଥାଆନ୍ତି । ସକାଳୁ ଉଠିଲେ ନୀଳନୟନା ଗୋଟିଏ ଗ୍ଲାସ ଉଷୁମ ପାଣି ମହୁ ଓ ଲେମ୍ବୁ ସହ ନିଅନ୍ତି । ସକାଳ ଜଳଖିଆରେ ସେ ପ୍ରୋଟିନ ଓ ଫାଇବର ଫୁଡସ୍ ନେଇଥାଆନ୍ତି । ଫାଷ୍ଟ ଫୁଡ, ଜଙ୍କ ଫୁଡ, ଡିପ୍ ଫ୍ରାଏଡ୍ ଫୁଡଠାରୁ ଦୂରେଇ ରହୁନ୍ତି ଐଶ । ହେଲେ ସେ ଛୋଟ ଛୋଟ ମିଲ୍ ନେଇଥାଆନ୍ତି । ନିଜକୁ ଫିଟ୍ ରଖିବା ପାଇଁ ସେ ଦିନସାରା ପାଣି ପିଉଥିବା ବେଳେ ଲଞ୍ଚରେ ସାଲଡ, ସିଝା ପରିବା ଖାଇବାକୁ ପସନ୍ଦ କରନ୍ତି । ସେହିପରି ଡିନରରେ ସିଝା ପରିବା ଖାଇବାକୁ ଭଲ ପାଆନ୍ତି ଓ ୮ ପୂର୍ବରୁ ସେ ଡିନର କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri