ଛାଡ଼ପତ୍ର ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ଫୋନ ୱାଲପେପର ଭାଇରାଲ୍‌: ରଖିଛନ୍ତି ଏହି ଫଟୋ

ମୁମ୍ବାଇ,୨୯।୧୧: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକଙ୍କ ମଧ୍ୟରେ ଛାଡପତ୍ରର ଗୁଜବ କିଛି ସମୟ ଧରି ଚାଲିଆସୁଛି। କୁହାଯାଉଛି ଐଶ୍ୱର୍ଯ୍ୟା ଏବଂ ବଚ୍ଚନ ପରିବାର ମଧ୍ୟରେ ପାରିବାରିକ କଳହ ଚାଲିଛି। ଐଶ୍ୱର୍ଯ୍ୟା ଏବଂ ତାଙ୍କ ଝିଅ ଆରାଧ୍ୟା ଗତ କିଛି ଦିନ ହେବ ଅଭିଷେକଙ୍କ ସହ ରହୁ ନାହାଁନ୍ତି। କିନ୍ତୁ ବଚ୍ଚନ ପରିବାର ଏନେଇ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। କଳ୍ପନାଜଳ୍ପନା ମଧ୍ୟରେ ଐଶ୍ୱର୍ଯ୍ୟାଙ୍କ ଫୋନ ୱାଲପେପର ସୋସିଆଲ ମିଡିଆରେ ଚର୍ଚ୍ଚାର କାରଣ ପାଲଟିଛି। ଐଶ୍ୱର୍ଯ୍ୟା ଦୁବାଇରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁମ୍ବାଇ ବିମାନବନ୍ଦରରେ ନଜର ଆସିଥିଲେ।

ଐଶ୍ୱର୍ଯ୍ୟାଙ୍କୁ ଏକ ଷ୍ଟାଇଲିସ କଳା ଏବଂ ଧୂସର ଜ୍ୟାକେଟ ପିନ୍ଧିଥିବାର ଦେଖାଯାଇଥିଲା। ଏହି ସମୟରେ ସେ ହସିହସି ଫଟୋଗ୍ରାଫରଙ୍କୁ ପୋଜ ଦେଇଥିଲେ। ଏହି ସମୟ ମଧ୍ୟରେ ଐଶ୍ୱର୍ଯ୍ୟାଙ୍କ ମୋବାଇଲ ୱାଲପେପର ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହି ୱାଲପେପରରେ ଆରାଧ୍ୟା ଅନ୍ୟ କାହା ସହିତ ଦେଖାଯାଉଥିବା ଜଣାଯାଇଛି।

ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ମୋବାଇଲ ୱାଲପେପର ଦେଖି ଲୋକମାନେ ଆରାଧ୍ୟାଙ୍କୁ ଚିହ୍ନିଥିଲେ କିନ୍ତୁ ତାଙ୍କ ସହ ଥିବା ବ୍ୟକ୍ତିଙ୍କ ବିଷୟରେ ଆଲୋଚନା ଚାଲିଛି। ଆରାଧ୍ୟା ଅମିତାଭ କିମ୍ବା ଐଶ୍ୱର୍ଯ୍ୟାଙ୍କ ସ୍ବର୍ଗତ ପିତା କୃଷ୍ଣରାଜ ରାୟଙ୍କ ସହ ଅଛନ୍ତି।

ନିକଟରେ ଐଶ୍ୱର୍ଯ୍ୟା ମୁମ୍ବାଇରେ ଆରାଧ୍ୟାଙ୍କ ୧୩ତମ ଜନ୍ମଦିନ ଉତ୍ସବ ପାଳନ କରିଥିଲେ। କିନ୍ତୁ ଏଥିରେ ଅଭିଷେକ ନଜର ଆସି ନ ଥିଲା।

 

View this post on Instagram

 

A post shared by Viral Bhayani (@viralbhayani)

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri