ପ୍ୟାରିସ ଫ୍ୟାଶନ ୱିକରେ ର‌୍ୟାମ୍ପରେ ଚାଲିଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ୍ କୁଇନ୍ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କର ଏବେ କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏଥର ନାୟିକା ପ୍ୟାରିସ ଫ୍ୟାଶନ ୱିକରେ ର‌୍ୟାମ୍ପରେ ଚାଲୁଥିବା ନଜର ଆସିଛନ୍ତି । ହ୍ୱାଇଟ୍ ଗାଉନ୍ ସାଙ୍ଗକୁ ଖୋଲା କେଶ ଓ ଜବରଦସ୍ତ ମେକଅପ୍ ଐଶ୍ୱର୍ଯ୍ୟାଙ୍କୁ ଖୁବ୍ ମାନୁଛି । ଏହି ଫଟୋ ଓ ଭିଡିଓ ଦେଖିବା ପରେ ତାଙ୍କର କୋଟି କୋଟି ପ୍ରଶଂସକ କମେଣ୍ଟ କରିବା ସହ ବଲିଉଡ ସେଲିବ୍ରିଟିମାନେ ବି ଐଶ୍ୱର୍ଯ୍ୟାଙ୍କ ଲୁକ୍ସର ଖୁବ୍ ପ୍ରଶଂସା କରୁଛନ୍ତି । ବିଶ୍ୱ ସୁନ୍ଦରୀ ଐଶ୍ୱଯ୍ୟାଙ୍କ ଟିକେ ଝଲକ୍ ପାଇଁ ପ୍ରଶଂସକ ପାଗଳ ହେଉଥିବା ବେଳେ ଏବେ ପୁଣିଥରେ ଲାଇମ ଲାଇଟରେ ଏହି ଅଭିନେତ୍ରୀ । କିଛିଦିନ ହେବ ବଲିଉଡ୍‌ରୁ ଦୂରେଇ ଯାଇଥିବା ଐଶ ଏବେ ଏକ ତାମିଲ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି । ସେ ଖୁବଶୀଘ୍ର ଏହି ତାମିଲ ଫିଲ୍ମ ‘ପୁନିୟିନ ସେଲଭମ’ରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri