ଅଭିଷେକଙ୍କ ସହ ନିର୍ବନ୍ଧ ରୋକିବାକୁ ଚାହୁଁଥିଲେ ଐଶ୍ୱର୍ଯ୍ୟା! ହେଲା ବଡ଼ ଖୁଲାସା…

ବମ୍ବେ: ଗତ କିଛିଦିନ ଧରି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ପରସ୍ପରଠାରୁ ଅଲଗା ହେବାକୁ ଯାଉଥିବା ଚର୍ଚ୍ଚାରେ ରହିଆସୁଛି। ଉଭୟ ଏନେଇ ମୁହଁ ଖୋଲି ନ ଥିଲେ ହେଁ ବଚ୍ଚନ ପରିବାରଠାରୁ ଅଲଗା ରହୁଥିବାରୁ ସନ୍ଦେହ ବଢ଼ୁଛି। ଏହି କ୍ରମରେ ଐଶ୍ୱର୍ଯ୍ୟାଙ୍କ ଏକ ପୁରୁଣା ଭିଡିଓ ଭାଇରାଲ ହେଉଛି। ଭିଡିଓକୁ ନେଇ ବିଗ୍‌ ବିଙ୍କ ପରିବାରକୁ ଟ୍ରୋଲ କୁହାଯାଉଛି।

ଭାଇରାଲ ଭିଡିଓଟି ସାକ୍ଷାତକାର ସମୟର। ଏଥିରେ ଐଶ୍ୱର୍ଯ୍ୟା ଅଭିଷେକଙ୍କ ସହ ନିର୍ବନ୍ଧ ଲାଗି ପ୍ରସ୍ତୁତ ନ ଥିବା କହୁଛନ୍ତି। ହେଲେ ହଠାତ୍‌ ତାଙ୍କ ପରିବାର ଅଭିନେତ୍ରୀଙ୍କ ଘରେ ପହଞ୍ଚିବାରୁ ଏହାକୁ ଟାଳି ପାରି ନ ଥିଲେ। ଏହାକୁ ନେଇ ଲୋକେ କହୁଛନ୍ତି ଯେ ସେତେବେଳେ ଶୀଘ୍ର ବୋହୂ କରିବାକୁ ଚାହୁଁଥିଲେ, ଏବେ କିନ୍ତୁ ବୈବାହିକ ଜୀବନକୁ ସମ୍ଭାଳି ପାରୁ ନାହାନ୍ତି।

ତେବେ ପୂର୍ବ ସୂଚନା ନ ଦେଇ ଐଶ୍ୱର୍ଯ୍ୟାଙ୍କ ଘରେ ବଚ୍ଚନ ପରିବାର ପହଞ୍ଚି ଯାଇଥିଲେ। ହଠାତ ତାଙ୍କ ଘରୁ ଫୋନ୍‌ ଆସିବା ଯୋଗୁ ଅଭିନେତ୍ରୀ କ’ଣ କରିବେ ତାହା ଜାଣିପାରି ନ ଥିଲେ। ଅଭିଷେକ ମଧ୍ୟ କିଛି କରିପାରିବେ ନାହିଁ ବୋଲି କହିଥିଲେ। ସେତେବେଳେ ଐଶ୍‌ଙ୍କ ବାପା ସହର ବାହାରେ ଥିଲେ। ସେ କେବଳ ଆସୁଛନ୍ତି ବୋଲି କହିଥିଲେ। ଶେଷରେ ଐଶ୍ୱର୍ଯ୍ୟା ଏହାକୁ ଟାଳିବାକୁ ଚାହୁଁଥିଲେ। ହେଲେ ସବୁକିଛି ଏତେ ଶୀଘ୍ର ହେଲା ଯେ ବାପାଙ୍କ ଅନୁପସ୍ଥିତିରେ ‘ରୋକା’ ହୋଇଥିଲା। ଏହାକୁ ନେଇ ପ୍ରଶଂସକ ବଚ୍ଚନ ପରିବାରକୁ ଟ୍ରୋଲ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri