ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା ଶେୟାର କଲେ ଏଭଳି ଭିଡିଓ, ଖୋଲିଗଲା ସବୁ ରାଜ୍‌

ମୁମ୍ବାଇ: ଆଜିକାଲି ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ରିପୋର୍ଟ ସାମ୍ନାକୁ ଆସିଛି। ତେବେ ଉଭୟ ଐଶ୍ୱର୍ଯ୍ୟା ଏବଂ ବଚ୍ଚନ ପରିବାର ଏହାକୁ ନେଇ ନିରବ ରହିଛନ୍ତି। ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା ଏକ ଭିଡିଓ ଶେୟାର କରିଛନ୍ତି ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଐଶ୍ୱର୍ଯ୍ୟା ନିଜ ପାଇଁ ଛିଡା ହେବା କଥା କହୁଥିବା ନଜର ଆସିଛନ୍ତି।

ଐଶ୍ୱର୍ଯ୍ୟା ଶେୟାର କରିଥିବା ଭିଡିଓରେ ସେ ମହିଳାଙ୍କ ପ୍ରତି ହେଉଥିବା ହିଂସା ଏବଂ ନିର୍ଯାତନା ବିଷୟରେ କହୁଥିବାର ନଜର ଆସିଛନ୍ତି। ସେ ରାସ୍ତାରେ ନିର୍ଯାତନା ବିରୋଧରେ ସ୍ବର ଉଠାଇବା ଏବଂ ଲୋକଙ୍କୁ ଏହାର ମୁକାବିଲା ପାଇଁ ଉତ୍ସାହିତ କରିବା ପାଇଁ ମୋଟିଭେଟ୍‌ କରିଛନ୍ତି।

ଭିଡିଓରେ ଐଶ୍ୱର୍ଯ୍ୟା କହିଛନ୍ତି, ରାସ୍ତାରେ ନିର୍ଯାତନାକୁ କିପରି ମୁକାବିଲା କରାଯିବ? ସମସ୍ୟାକୁ ସିଧା ଆଖିରେ ଦେଖନ୍ତୁ । ମୁଣ୍ଡକୁ ଉଚ୍ଚ ରଖନ୍ତୁ। ଆପଣଙ୍କ ସମ୍ମାନ ସହିତ କଦାପି ଆପୋଷ ବୁଝାମଣା କରନ୍ତୁ ନାହିଁ। ନିଜକୁ ସନ୍ଦେହ କରନ୍ତୁ ନାହିଁ। ନିଜ ପାଇଁ ଠିଆ ହୁଅନ୍ତୁ। ଆପଣଙ୍କ ପୋଷାକ କିମ୍ବା ଲିପଷ୍ଟିକକୁ ଦୋଷ ଦିଅନ୍ତୁ ନାହିଁ। ରାସ୍ତାରେ ହେଉଥିବା ନିର୍ଯାତନା କଦାପି ଆପଣଙ୍କ ଦୋଷ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri