ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଶାଶୁଘର ଗଲେ ଐଶ୍ୱର୍ଯ୍ୟା ରାୟ, ସାଙ୍ଗରେ ଥିଲେ…

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ବୈବାହିକ ଜୀବନ ମଧ୍ୟରେ ସବୁକିଛି ଠିକ ନ ଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ ଛାଡପତ୍ର ହେବାର ଗୁଜବ ମଧ୍ୟ ସାମ୍ନାକୁ ଆସିଛି। ଏସବୁ ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ତାଙ୍କ ଶାଶୁଘର ଅର୍ଥାତ୍‌ ଅମିତାଭ ବଚ୍ଚନଙ୍କ ଘର ଜଲସାରେ ପହଞ୍ଚିଥିଲେ। ତାଙ୍କ ଝିଅ ଆରାଧ୍ୟା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ଐଶ୍ୱର୍ଯ୍ୟା ରାୟ ନିଜ କାରରେ ଜଲସାରେ ପହଞ୍ଚିଥିଲେ। ଏହି ସମୟରେ ତାଙ୍କୁ ସବୁଜ ରଙ୍ଗର ଆଉଟ୍‌ଫିଟ୍‌ରେ ଦେଖିବାକୁ ମିଳିଥିଲା।
ଏହାପୂର୍ବରୁ ଦୁବାଇ ବିମାନବନ୍ଦରରେ ଅଭିଷେକ ବଚ୍ଚନଙ୍କ ସହ ଐଶ୍ୱର୍ଯ୍ୟା ରାୟ ଏବଂ ଆରାଧ୍ୟା ବଚ୍ଚନଙ୍କୁ ଦେଖିବାକୁ ମିଳିଥିଲା। ସେମାନଙ୍କ ଏକ ଭିଡିଓ ସାମ୍ନାକୁ ଆସିଥିଲା। ଏଥିରେ ତିନିଜଣ ଏକ ବସ୍‌ରେ ଚଢିଥିବାର ନଜର ଆସିଥିଲେ।

ଅନେକ ଦିନ ହେବ ଐଶ୍ୱର୍ଯ୍ୟା ରାୟ ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବାର ଖବର ଆଲୋଚନ ଚାଲିଛି। ଅନନ୍ତ ଅମ୍ବାନୀଙ୍କ ବିବାହରେ ଉଭୟ ପୃଥକ ଭାବରେ ପହଞ୍ଚିଥିଲେ। ଐଶ୍ୱର୍ଯ୍ୟା ତାଙ୍କ ଝିଅ ସହିତ ବିବାହ ଉତ୍ସବରେ ଯୋଗ ଦେଇଥିବାବେଳେ ଅଭିଷେକ ତାଙ୍କ ପରିବାର ସହିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ଦମ୍ପତିଙ୍କ ଛାଡପତ୍ରର ଗୁଜବ ଆହୁରି ବୃଦ୍ଧି ପାଇଛି। କିନ୍ତୁ ବର୍ତ୍ତମାନ ଉଭୟଙ୍କୁ ଏକାଠି ଦେଖିବା, ଲାଗୁଛି ଯେ ସେମାନଙ୍କ ମଧ୍ୟରେ ସବୁକିଛି ଠିକ ଅଛି। ଐଶ୍ୱର୍ଯ୍ୟା ରାୟ ୨୦୦୭ରେ ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ବିବାହର ଚାରି ବର୍ଷ ପରେ ଅର୍ଥାତ୍‌ ୨୦୧୧ରେ ଆରାଧ୍ୟା ଜନ୍ମ ହୋଇଥିଳେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri