ବ୍ରିଟିଶ ଖବରଦାତାଙ୍କୁ ସମୋସା ଖାଇବା ଶିଖାଇଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ ଆକ୍ଟ୍ରେସ୍‌ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାଙ୍କ ଗ୍ଲାମରକୁ ନେଇ ଆଜିବି ନୂଆ ଅଭିନେତ୍ରୀଙ୍କୁ ମାତ ଦେଉଛନ୍ତି। ୪୯ ବର୍ଷିୟା ଐଶ୍ୱର୍ଯ୍ୟା ତାଙ୍କ କ୍ୟାରିୟର ମଡଲିଂରୁ ଆରମ୍ଭ କରିଥିଲେ। ଅଭିନେତ୍ରୀ ୧୯୯୪ରେ ମିସ ଓ୍ବାର୍ଲଡ ମୁକୁଟ ପିନ୍ଧି ମଡେଲ ଭାବେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ୧୯୯୭ରେ ଅଭିନେତ୍ରୀ ମଣି ରତ୍ନମଙ୍କ ମୁଭି ‘ଇରୁବରି’ ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ।

ଐଶ୍ୱର୍ଯ୍ୟା ରାୟ ବଚ୍ଚନ କେବଳ ଯେ ତାଙ୍କର ଗ୍ଲାମର ଓ ଅଭିନୟକୁ ନେଇ ଚର୍ଚ୍ଚାକୁ ଆସିଥାଆନ୍ତି ତାହା ନୁହେଁ ବରଂ ସେ ତାଙ୍କ ସେନ୍ସ ଅଫ ହ୍ୟୁମରକୁ ନେଇ ବେଳେ ବେଳେ ଚର୍ଚ୍ଚାକୁ ଆସିଥାଆନ୍ତି। ଐଶ୍ୱର୍ଯ୍ୟା ସବୁବେଳେ ବିଦେଶୀ ଖବରଦାତାଙ୍କୁ ଦେଉଥିବା ସାକ୍ଷାତକାର ସମୟରେ ସେମାନଙ୍କ ପାଟି ଚୁପ କରାଇ ଦେଇଥାଆନ୍ତି।
ଏବେ ଐଶଙ୍କର ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଐଶ ଜଣେ ବ୍ରିଟିଶ ଖବରଦାତାଙ୍କୁ ଇଣ୍ଟରଭ୍ୟୁ ଦେଉଥିବା ଦେଖାଯାଇଛି। ଏହି ଭିଡିଓରେ ଅଭିନେତ୍ରୀ ଇଂରାଜୀ ଖବରଦାତାଙ୍କୁ ଦେଶୀ ଷ୍ଟାଇଲରେ ସମୋସା ବା ସିଙ୍ଗଡା ଖାଇବା ଶୈଳି ଶିଖାଉଛନ୍ତି। ଐଶଙ୍କ ଏହି ଭିଡିଓ ତାଙ୍କ ପ୍ରଶଂସକଙ୍କୁ ଖୁବ ପସନ୍ଦ ଆସିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ...

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri