ବଲିଉଡରେ ଡେବ୍ୟୁ କରିବେ ଐଶ୍ୱର୍ଯ୍ୟା

ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତ ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ହିନ୍ଦୀ ସିନେମାରେ ନିର୍ଦ୍ଦେଶିକା ଭାବରେ ଐଶ୍ୱର୍ଯ୍ୟା କାମ କରିବାକୁ ଯାଉଛନ୍ତି। ଫିଲ୍ମର ଟାଇଟଲ ମଧ୍ୟ ସ୍ଥିର ହୋଇସାରିଛି । ଐଶ୍ୱର୍ଯ୍ୟା ନିର୍ମାତା ମିନୁ ଆରୋରାଙ୍କ ସହ ତାଙ୍କର ପ୍ରଥମ ବଲିଉଡ ପ୍ରୋଜେକ୍ଟ ଆରମ୍ଭ କରିବାକୁ ଯାଉଛନ୍ତି । ଏହା ଏକ ପ୍ରେମ କାହାଣୀ ଉପରେ ଆଧାରିତ ହେବ ବୋଲି ଜଣାପଡିଛି। ତେବେ ନିର୍ମାତା ଏହି ଖବରକୁ ନିଶ୍ଚିତ କରିଛନ୍ତି । ଫିଲ୍ମର ଷ୍ଟାରକାଷ୍ଟ ଏପର୍ଯ୍ୟନ୍ତ ଚୟନ ହୋଇନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri