Odisha Elections 2024

ସାଉଥ ସୁପରଷ୍ଟାରଙ୍କ ସହ ରୋମାନ୍ସ କରିବେ ଐଶ୍ୱର୍ଯ୍ୟା!

ମୁମ୍ବାଇ: ବଲିଉଡର ବେଶ ପରିଚିତ ଚେହେରା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ସିଲଭର ସ୍କ୍ରିନରେ ଦେଖିବାକୁ ତାଙ୍କ ପ୍ରଶଂସକମାନେ ବଡ ଉତ୍ସାହର ସହ ଅପେକ୍ଷା ରଖିଥାଆନ୍ତି। ପ୍ରାୟ ସବୁ ଷ୍ଟାରଙ୍କ ସହ ଐଶ୍ୱର୍ଯ୍ୟାଙ୍କ ଯୋଡିକୁ ଦର୍ଶକେ ପସନ୍ଦ କରିଥାଆନ୍ତି। ଏବେ ଅନୁମାନ କରାଯାଉଛି କି ସେ ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର ଚିରଞ୍ଜିବଙ୍କ ସହ ସ୍କ୍ରିନ ଶେୟାର କରିପାରନ୍ତି।

ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର ଚିରଞ୍ଜୀବୀଙ୍କ ସହ ଐଶ୍ୱର୍ଯ୍ୟା ଏକ ନୂଆ ଫିଲ୍ମରେ ନଜର ଆସିପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ଏହା ଏକ ଫାଣ୍ଟେସି ମୁଭି ହେବ, ଯାହାର ବଜେଟ ଅଧିକ ହେବା ବୋଲି କୁହାଯାଉଛି।
ମିଳିଥିବା ରିପୋର୍ଟ ଅନୁଯାୟୀ, ଅଭିନେତ୍ରୀ ଚିରଞ୍ଜୀବୀଙ୍କ ସହ ଏହି ଫିଲ୍ମରେ ସାଇନ କରିଛନ୍ତି। ଖୁବ ଶୀଘ୍ର ସେ ଏହି ଫିଲ୍ମର ସୁଟିଂ ଆରମ୍ଭ କରିବେ। ସୂଚନାନୁସାରେ,ଏମାନଙ୍କ ଯୋଡି ଏକ ସମ୍ବେଦନଶୀଳ ମିଶ୍ରଣ ହେବାକୁ ଯାଉଛି। ଏହି ମୁଭି ସାରା ଭାରତରେ ଏକ ଗୁଜବ ସୃଷ୍ଟି କରିସାରିଛି। ତେଲୁଗୁ ଚଳଚ୍ଚିତ୍ରରେ ଏହା ଏକ ବଡ ଫିଲ୍ମ ହେବାକୁ ଯାଉଛି। ନିର୍ମାତାମାନେ ତାଙ୍କ କାଷ୍ଟିଂ ବିଷୟରେ ଆତ୍ମବିଶ୍ୱାସୀ। ତାଙ୍କର ଏହି ମୁଭିର ଏକ ଅଂଶ ହିନ୍ଦୀ ଦର୍ଶକଙ୍କୁ ମଧ୍ୟ ଆକର୍ଷିତ କରିବ। ସୂଚନାନୁସାରେ, ଅଭିନେତ୍ରୀ ହେଉଛନ୍ତି ବେଷ୍ଟ ଅପଶନ। ବଶିଷ୍ଠ ଏହାର ନିର୍ଦ୍ଦେଶନା ଦେବେ। ଏହାର ବଜେଟ ୨୦୦କୋଟି ଟଙ୍କା ବୋଲି କୁହାଯାଉଛି। ଚିରଞ୍ଜୀବୀ-ଐଶ୍ୱର୍ଯ୍ୟାଙ୍କ ଯୋଡି ଧମାଲ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri