ଏହି ଫିଲ୍ମ ପାଇଁ ୬୦୦ ଶାଢି ପିନ୍ଧିଥିଲେ ଐଶ୍ୱର୍ଯ୍ୟା

ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଲୀଲା ଭନସାଲୀ ନିଜ ଫିଲ୍ମ ନିର୍ମାଣକୁ ନେଇ ବେଶ୍‌ ସଚେତନ। ଶୁଟିଂ ସେଟ ଠାରୁ ଆରମ୍ଭ କରି ଅଭିନେତା/ଅଭିନେତ୍ରୀମାନଙ୍କ ପୋଷାକ ପର୍ଯ୍ୟନ୍ତ ସଞ୍ଜୟ ସବୁକିଛିର ଯତ୍ନ ନିଅନ୍ତି । ତାଙ୍କ ସୁପରହିଟ୍‌ ଫିଲ୍ମ ମଧ୍ୟରୁ ଦେବଦାସ ମଧ୍ୟ ଅନ୍ୟତମ। ଏହି ଫିଲ୍ମ ନିର୍ମାଣ ସେ ପାଣି ପରି ଟଙ୍କା ଖର୍ଚ୍ଚ କରିଥିଲେ। ଦେବଦାସ ଫିଲ୍ମ ୧୯ ବର୍ଷ ପୂର୍ବେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମର ପ୍ରତ୍ୟେକ ଦୃଶ୍ୟକୁ ଅସାଧାରଣ କରିବା ପାଇଁ ସେ କୌଣସି ସୁଯୋଗ ହାତଛଡା କରି ନ ଥିଲେ। ଏହି ଫିଲ୍ମର ମୁଖ୍ୟ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଦେବଦାସ ନିଜ ଅଭିନୟ ଯାଦୁ ଦେଖାଇଥିଲେ। ସଞ୍ଜୟ ଲୀଲା ଭନସାଲୀ ଦେବଦାସଙ୍କ ପାରୋ ଅର୍ଥାତ୍‌ ଐଶ୍ୱର୍ଯ୍ୟା ରାୟଙ୍କ ଚେହେରାକୁ ସ୍ବତନ୍ତ୍ର କରିବା ପାଇଁ କଠିନ ପରିଶ୍ରମ କରିଥିଲେ। ଡିଜାଇନର୍‌ ନୀତା ଲୁଲାଙ୍କ ସହ ମିଶି ସେ କୋଲକାତା ପରିଦର୍ଶନ କରିଥିଲେ ଏବଂ ୧୦୦-୨୦୦ ନୁହେଁ ୬୦୦ ଶାଢି କିଣିଥିଲେ। ଏହି ଶାଢିଗୁଡିକୁ ପ୍ରଥମେ ଐଶ୍ୱର୍ଯ୍ୟା ପିନ୍ଧି ଚେକ୍‌ କରିଥିଲେ। ପରେ ଫିଲ୍ମରେ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଭିନେତ୍ରୀଙ୍କୁ ଚୁମ୍ବନ ଦେବା ବେଳେ ଡରି ଯାଇଥିଲେ ସୈଫ୍‌

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ଅଭିନେତ୍ରୀ ରାଣୀ ମୁଖାର୍ଜୀ ତାଙ୍କର ଆଗାମୀ ଫିଲ୍ମ ‘ବଣ୍ଟି ଔର ବବ୍‌ଲି-୨’କୁ ନେଇ ଏବେ ଚର୍ଚ୍ଚାରେ। ଏହି...

ଘର ଛାଡ଼ି ଚାଲି ଆସି ନ ଥିଲେ ଡାକ୍ତର ହୋଇଥାନ୍ତେ କଙ୍ଗନା: ଜାଣନ୍ତୁ କେତେ ପଢ଼ିଛନ୍ତି ବଲିଉଡ୍‌ର ଏହି କୁଇନ୍‌   

ବମ୍ବେ: ବିଗତ କିଛି ଦିନ ଧରି ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଶିବସେନା ଏବଂ ମହାରାଷ୍ଟ୍ର ପୋଲିସ ବିରୋଧରେ ଲଗାତାର ଭାବେ କଟୁ...

ଲକ୍ଷାଧିକ ଟଙ୍କାର ଗାଉନ୍ ପିନ୍ଧି ମରୁଭୂମିରେ ଗ୍ଲାମରସ୍ ଫଟୋ ଶୁଟ୍ କଲେ ଉର୍ବଶୀ

ମୁମ୍ବାଇ: ବଲିଉଡ୍ ନାୟିକା ଉର୍ବଶୀ ରୌତେଲା ନିଜର ହଟ୍ ଲୁକ୍ସ ଓ ଜବରଦସ୍ତ ଡ୍ରେସିଂ ସେନ୍ସକୁ ନେଇ ସବୁବେଳେ ରହିଥାଆନ୍ତି ଚର୍ଚ୍ଚାରେ । ପ୍ରତିଥର ଉର୍ବଶୀଙ୍କ...

ଆଉ ଏକ ନୂଆ ଗୀତ ଗାଇଲେ ‘ବଚ୍‌ପନ୍‌ କା ପ୍ୟାର୍‌’ ଫେମ୍‌

ମୁମ୍ବାଇ: କିଛିଦିନ ତଳେ ‘ଜାନେ ମେରୀ ଜାନେ ମନ୍‌, ବଚପନ୍‌ କା ପ୍ୟାର୍‌’ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା କୁନି ଗାୟକ ସହଦେବ ଦିର୍ଦୋ ଏକ...

ଆଲମଙ୍କଠାରୁ ଅଲଗା ହେଲେ ଶ୍ରଦ୍ଧା !

ବମ୍ବେ: ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ରିଆଲିଟି ଶୋ’ ‘ନଚ ବଲିୟେ’ରେ ପ୍ରେମିକ ଆଲମ ମକ୍କଡ଼ଙ୍କୁ ସମସ୍ତଙ୍କ ସହ...

ଅଯଥା କଥାରେ ସମୟ ନଷ୍ଟ କରୁଛନ୍ତି ଟ୍ରମ୍ପ: ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ନେଇ କରିଥିବା ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି। ବିଶ୍ୱରେ କରୋନା ମହାମାରୀ...

ଶାଢ଼ି ପିନ୍ଧି ଫଟୋ ଶୁଟ୍‌ କଲେ ଏହି ଅଭିନେତ୍ରୀ,ପ୍ରଶଂସକ କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ସେ ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ଅନେକ ସମୟରେ ଫଟୋ...

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବଲିଉଡ୍‌ ସେଲିବ୍ରିଟି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। ବଲିଉଡ୍‌...

Advertisement
Archives

Model This Week