ଅଜନ୍ତା ଶୁଜ୍‌ର ସମ୍ପ୍ରସାରଣ ୟୁନିଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୬।୪ (ଅଭୟ ଦାଶ): ଅଜନ୍ତା ଶୁଜ୍‌ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ ବା ଅଜନ୍ତା ଫୁଟ୍‌କେୟାରର ସମ୍ପ୍ରସାରଣ ୟୁନିଟ୍‌ ଶୁକ୍ରବାର ଭୁବନେଶ୍ୱରର ଅଶୋକନଗର ଜନପଥଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅଜନ୍ତା ଶୁଜ୍‌ସର ଆର୍‌ଏମ୍‌ ଓଡ଼ିଶା ସୁବାସ ପଣ୍ଡାଙ୍କ ସମେତ ମ୍ୟାନେଜର (ମାର୍କେଟିଂ) ମଦନ ଜାନା ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ,୧୦୦୦ବର୍ଗଫୁଟରୁ ଅଧିକ ପରିବ୍ୟାପ୍ତ ସ୍ଥାନରେ ବ୍ରାଣ୍ଡ୍‌ର ସ୍ବତନ୍ତ୍ର ସ୍ପୋଟର୍‌ସ ସେଗ୍‌ମେଣ୍ଟ ଓ ଇମ୍ପାକ୍ଟୋ ଏବଂ ଇମ୍ପେରିଓ ଭଳି ଅନେକ ଭେରାଇଟ ଓ ଡିଜାଇନର ବ୍ୟାପକ ରେଞ୍ଜ ଉପଲବ୍ଧ। ସେହିଭଳି ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ସହ ଇମ୍ପାକ୍ଟୋ ସ୍ପୋଟର୍‌ସ ଶୁଜ୍‌ର ବ୍ୟାପକ ସମ୍ଭାର ଉପଲବ୍ଧ ରହିଛି। ଅପରପକ୍ଷରେ ଗ୍ରାହକଙ୍କ ଚାହିଦା ଓ ବଜାର ଆବଶ୍ୟକତା ପୂରଣକୁ ପ୍ରାଥମିକତା ଦେବା ସହ ଗୁଣାତ୍ମକ ସେବା ଓ ଉତ୍ପାଦ ଯୋଗାଇବାକୁ କମ୍ପାନୀ ଲକ୍ଷ୍ୟ ରଖିଛି ବୋଲି ଷ୍ଟୋର ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ସେହିପରି ରାଜ୍ୟର ୩ୟ ପ୍ରିମିୟମ ଷ୍ଟୋର (ଭୁବନେଶ୍ୱର, ଅଶୋକ ନଗର) ହୋଇଥିଲା ବେଳେ ଇଷ୍ଟ ଇଣ୍ଡିଆରେ ଏହା ୧୫୨ତମ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri