ପିଲାଙ୍କ ସହ ନୂଆବର୍ଷ ପାଳିଲେ ଅଜୟ ଦେବଗନ

ମୁମ୍ବାଇ: ସୁପରଷ୍ଟାର ଅଜୟ ଦେବଗନ ଫିଲ୍ମ ସହିତ ସୋସିଆଲ ମିଡିଆରେ ମଧ୍ୟ ବହୁତ ଆକ୍ଟିଭ ଅଟନ୍ତି। ସେ ତାଙ୍କ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ପ୍ରାୟତଃ ସୋସିଆଲ ମିଡିଆରେ ଅନେକ ଫଟୋ ଶେୟାର କରନ୍ତି। ଏହା ସହିତ ସେ ନିଜ ପରିବାରଠାରୁ ବୃତ୍ତିଗତ ଜୀବନ ପର୍ଯ୍ୟନ୍ତ ସବୁକିଛି ଶେୟାର କରିଥାନ୍ତି। ତାଙ୍କର ପ୍ରଶଂସକମାନେ ଏହି ଶୈଳୀକୁ ବହୁତ ପସନ୍ଦ କରନ୍ତି। ଏସବୁ ମଧ୍ୟରେ ଅଜୟ ନୂଆବର୍ଷ ଅବସରରେ ତାଙ୍କ ପ୍ରଶଂସକଙ୍କୁ ଏକ ବିଶେଷ ଢଙ୍ଗରେ ଶୁଭକାମନା ଜଣାଇଛନ୍ତି।

Ajay Devgn (@ajaydevgn) / X

ଅଜୟ କିଛି ଥ୍ରୋ ବ୍ୟାକ୍‌ ଫଟୋ ଶେୟାର କରିଛନ୍ତି। ସେ ତାଙ୍କ ପୁଅ ଯୁଗ୍‌, ଝିଅ ନ୍ୟାସା ଏବଂ ସ୍ତ୍ରୀ ତଥା ଅଭିନେତ୍ରୀ କାଜଲଙ୍କ ସହ ବିତାଇଥିବା ବିଶେଷ ମୁହୂର୍ତ୍ତ ଦେଖିବାକୁ ମିଳିଛି। ଶେୟାର ହୋଇଥିବା ଏକ ଫଟୋରେ ଅଜୟ ପୁଅ ଯୁଗ୍‌ଙ୍କୁ ନିଜ କୋଳରେ ଧରିଥିବାର ନଜର ଆସିଛନ୍ତି। ଅନ୍ୟ ଏକ ଫଟୋରେ ନ୍ୟାସା ଏବଂ କାଜଲ ଜାହାଜରେ ପଢୁଥିବା ଦେଖିବାକୁ ମିଳିଛି।

ଗୋଟିଏ ଫଟୋରେ ଅଜୟ ଦେବଗନ ମାଳଦ୍ୱୀପରେ ଭଣଜାଙ୍କ ସହ ସାଇକେଲ ଚଳାଉଥିବାର ଦେଖିବାକୁ ମିଳିଛି। ଅନ୍ୟ ଏକ ଫଟୋରେ ଭଣଜା ଡାନିଶ ଏବଂ ଅମାନ ପୁଅ ଯୁଗ ସହିତ ନଜର ଆସିଛନ୍ତି।

Ajay Devgn (@ajaydevgn) / X

ଇନ୍‌ଷ୍ଟାଗ୍ରାମରେ ଏହି ସୁନ୍ଦର ଫଟୋଗୁଡ଼ିକୁ ଶେୟାର କରି ଅଜୟ ଦେବଗନ କ୍ୟାପ୍‌ଶନରେ ଲେଖିଛନ୍ତି, ‘ଗ୍ୟାଲେରୀ ଖୋଜି ଖୋଜି ଏହି ରତ୍ନ ପାଇଛି… ପରମ୍ପରା, ପ୍ରିୟଜନ ଏବଂ ଉଷ୍ମତାକୁ ସଲାମ। ଯାହା ଛୁଟିଦିନରେ ଆମ ହୃଦୟକୁ ସର୍ବଦା ଭରିଦିଏ !! ଏହି ନୂଆବର୍ଷରେ ତୁମ ସମସ୍ତଙ୍କୁ ଏପରି ଯାଦୁ ପାଇଁ ଶୁଭେଚ୍ଛା।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?