ପ୍ରେମରେ ପଡ଼ିଲେ କାଜଲ: ଶୀଘ୍ର କରିବାକୁ ଯାଉଛନ୍ତି ବିବାହ

ସିଂଘମ ଷ୍ଟାର ଅଜୟ ଦେବଗନଙ୍କ ହିରୋଇନ୍‌ କାଜଲ ଅଗ୍ରଓ୍ବାଲ ଏବେ ପ୍ରେମରେ ପଡ଼ିଛନ୍ତି। ଖୁବ୍‌ଶୀଘ୍ର ସେ ବିବାହ ମଧ୍ୟ କରିବାକୁ ଯାଉଥିବା ଶୁଣିବାକୁ ମିଳୁଛି। ଏଥିପାଇଁ ବିବାହ ପ୍ରସ୍ତୁତି ମଧ୍ୟ ଜୋର୍‌ସୋର୍‌ରେ ଆରମ୍ଭ ହୋଇଯାଇଛି। ମୁମ୍ବାଇରେ କାଜଲ ବିବାହ କରିବେ ବୋଲି ଜଣାପଡ଼ିଛି। କରୋନା ଯୋଗୁ ଏହି ଉତ୍ସବରେ କମ୍‌ ଏବଂ ସ୍ବତନ୍ତ୍ର ଲୋକଙ୍କୁ ନିମନ୍ତ୍ରଣ କରାଯିବ।


କାଜଲ ଯାହାକୁ ବିବାହ କରିବାକୁ ଯାଉଛନ୍ତି ସେ ଜଣେ ବ୍ୟବସାୟୀ। ତାଙ୍କ ନାମ ଗୌତମ କିଚଲୁ। ସେମାନଙ୍କ ନିର୍ବନ୍ଧ ସରିଥିବା ମଧ୍ୟ କୁହାଯାଉଛି।
ପୂର୍ବରୁ ମଧ୍ୟ କାଜଲଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ସେତେବେଳେ ତାଙ୍କ ନାମକୁ ଟେନିସ ଖେଳାଳି ଲିଆଣ୍ଡର ପେସଙ୍କ ସହ ଯୋଡାଯାଇଥିଲା। ଏହା ମଧ୍ୟ ଭାଇରାଲ ହୋଇଥିଲା ଯେ, କାଜଲ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ହେଲେ ପରେ ଏହା ସବୁ ଗୁଜବ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତା

ଟିଭି ଶୋ’ ‘ଇଶ୍କବାଜ’ର ଅଭିନେତା ନକୁଲ ମେହତା ବାପା ହେବାକୁ ଯାଉଛନ୍ତି। ନକୁଲଙ୍କ ସ୍ତ୍ରୀ ଜାନକୀ ଗର୍ଭବତୀ ଅଛନ୍ତି। ଏ ନେଇ ନକୁଲ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ...

ଦ୍ୱିତୀୟଥର ପାଇଁ ମା’ ହେଲେ ଶିଳ୍ପା ସେଟ୍ଟୀ

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଦ୍ୱିତୀୟଥର ମା’ ହୋଇଛନ୍ତି। ସୋସିଆଲ ମିଡିଆରେ ଶିଳ୍ପା ଏହି ସୂଚନା ଦେଇଛନ୍ତି। ସରୋଗେସି ପଦ୍ଧତି ଆପଣାଇ ଫେବୃୟାରୀ ୧୫ରେ ତାଙ୍କର...

ମାଧୁରୀ ଶ୍ରୀଲଙ୍କାରେ ନେଇଥିଲେ କୁକିଂ କ୍ଲାସ୍‌: ଏବେ ଲକ୍‌ଡାଉନରେ କାମ ଦେଉଛି

ମୁମ୍ବାଇ: ବଲିଉଡ୍‌ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହିଥାନ୍ତି। ସେ କେବଳ ତାଙ୍କ ଫିଲ୍ମର ବାର୍ଷିକିରେ ପୋଷ୍ଟ କରନ୍ତି...

ବୟଫ୍ରେଣ୍ଡ୍‌ଙ୍କ ସହ ଘରଛାଡ଼ି ପଳେଇବାକୁ ସୁସ୍ମିତା ପ୍ରସ୍ତୁତ

ପୂର୍ବତନ ମିସ୍‌ ୟୁନିଭର୍ସ ତଥା ଅଭିନେତ୍ରୀ ସୁସ୍ମିତା ସେନ୍‌ ବ୍ରୟଫ୍ରେଣ୍ଡ ରେହମାନ୍‌ ଶାଲଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନିୟୁର୍କରେ ଥିବା...

୭୨ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ-୨୦୧୯ ଆୟୋଜିତ

ମୁମ୍ବାଇ,୧୪।୫: ଚଳିତ ବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲ ଫ୍ରାନ୍ସରେ ଆୟୋଜିତ ହେବାକୁ ଯାଉଛି। ୭୨ତମ ଆର୍ନ୍ତଜାତୀୟ ଫିଲ୍ମ ଫେଷ୍ଟିଭାଲ-୨୦୧୯ ମେ ୧୪ରୁ ଆରମ୍ଭ ହୋଇଛି। ଏହା...

ସୁଶାନ୍ତ ସିଂ ରାଜପୁତ, ବିକାଶ ଦୁବେଙ୍କ ଉପରେ ନିର୍ମାଣ କରାଯାଉଥିବା ଫିଲ୍ମର ନାଁ ରେଜିଷ୍ଟ୍ରେଶନ ଆରମ୍ଭ

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁ୍‌ତ ମୃତ୍ୟୁ ମାମଲାର ଯାଞ୍ଚ ଏବେ ୩ଟି ଏଜେନ୍ସି କରୁଛନ୍ତି । ଆଉ ଏହି ମାମଲାରେ ତାଙ୍କର...

ସାବାସ ଆମୀର

ଆମୀର ଖାନ୍‌ଙ୍କ ନାୟକ ଭାବରେ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍‌ ସେ କୟମତ୍‌ ତକ୍‌’ରୁ। ନାୟକ ଭାବେ କେବଳ ସେ ନୁହନ୍ତି ନାୟିକା ଭାବରେ...

ଡୋନାଲ୍ଡ ଟ୍ରମ୍ପଙ୍କ ବାୟୋପିକରେ କାମ କରିବାକୁ ଚାହାନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ବେଶ୍‌ କିଛି ସମୟ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ଐତିହାସିକ ମୁଭି ‘ପାନିପତ’ରେ ପୁଣିଥରେ ସଞ୍ଜୟଙ୍କର ଦମଦାର...

Play 250+ Trending Games
Archives

Model This Week

Why Dharitri