କାହା ସହ କଥା ହେଉ ନ ଥିଲେ ସୁଦ୍ଧା ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଅଜୟ ଦେବଗନ୍‌

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ଉଭୟ ବିବାହ କରିଥିଲେ। ଆଜି ତାଙ୍କ ବିବାହ ବାର୍ଷିକୀ ଅବସରରେ ଜାଣନ୍ତୁ କିଛି ବିଶେଷ କଥା। ଅଜୟ ଏହି ବିଶେଷ ଅବସରରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ, ଉଭୟଙ୍କ ଫଟୋ ଏକ ବୋତଲ ଭିତରେ ଦେଖାଯାଏ। ଅଜୟଙ୍କ ପ୍ରଥମ ଚଳଚ୍ଚିତ୍ର ସୁପରହିଟ ଥିଲା। ଏଥି ସହିତ କାଜଲଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ମଧ୍ୟ ସାମିଲ କରାଯାଇଥିଲା। ମାତ୍ର ଉଭୟ ଗୁଣ୍ଡାରାଜ୍‌ ଶେଟ୍‌ରେ ପରସ୍ପରକୁ ଭେଟିଥିଲେ।
ଅଜୟ ସେତେବେଳେ କାହା ସହିତ ଅଧିକ କଥା ହେଉ ନ ଥିଲେ। ସେଠାରେ ଲୋକମାନେ ତାଙ୍କୁ ଅହଂକାରୀ ମନେ କରୁଥିଲେ। କିନ୍ତୁ ସେ କାଜଲଙ୍କ ସହ କଥା ହେବା ଆରମ୍ଭ କଲେ। ଦୁହେଁ ପରସ୍ପରକୁ ଡେଟ୍‌ କଲେ। ଏହା ପରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।

 

https://www.instagram.com/ajaydevgn/?utm_source=ig_embed


Enter your email to get our daily news in your inbox.

All Right Reserved By Dharitri.Com

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri