ଅଜୟ ଦେବଗନଙ୍କ ଫିଲ୍ମକୁ ବଡ଼ ସଫଳତା, ଏହି ଭାଷାରେ ରିମେକ୍‌ ହେବ ‘ଦୃଶ୍ୟମ’

ମୁମ୍ବାଇ: ଅଭିନେତା ଅଜୟ ଦେବଗନଙ୍କ ସୁପରହିଟ୍‌ ଫିଲ୍ମ ‘ଦୃଶ୍ୟମ’ ଆଉ ଏକ ବଡ଼ ସଫଳତା ପାଇଛି। ବର୍ତ୍ତମାନ ‘ଦୃଶ୍ୟମ’ ଫ୍ରାଞ୍ଚାଇଜ ଦେଶ ସହିତ ବିଦେଶରେ ପାଦ ରଖିବାକୁ ଯାଉଛି। ଖୁବ୍‌ଶୀଘ୍ର ଏହି ସର୍ବୋତ୍ତମ ଚଳଚ୍ଚିତ୍ର ଧାରାବାହିକ ଦକ୍ଷିଣ କୋରିଆରେ ରିମେକ୍‌ ହେବ। ଯାହା ଏକ ଭାରତୀୟ ଚଳଚ୍ଚିତ୍ର ପାଇଁ ଏହା ଗୌରବର ବିଷୟ।

ବର୍ତ୍ତମାନ ଦକ୍ଷିଣ କୋରିଆ ଭାଷାରେ ‘ଦୃଶ୍ୟମ’ ଚଳଚ୍ଚିତ୍ର ଫ୍ରାଞ୍ଚାଇଜର ଅଫିସିଆଲ ରିମେକ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଏହା ଘୋଷଣା କରାଯାଇଛି। ତେବେ ଦକ୍ଷିଣ କୋରିଆ ଦର୍ଶକଙ୍କ ପାଇଁ ଏହି ସିନେମାରେ କିଛି ପରିବର୍ତ୍ତନ ମଧ୍ୟ କରାଯିବ। ଭାରତୀୟ ଉତ୍ପାଦନ କମ୍ପାନୀ ପାନୋରାମା ଷ୍ଟୁଡିଓ ଏବଂ ୱାର୍ଣ୍ଣର ବ୍ରୋସର ପୂର୍ବତନ ସ୍ଥାନୀୟ କୋରିଆ ମୁଖ୍ୟ ଜୟ ଚୋଇଙ୍କ ଆନ୍ଥୋଲୋଜି ଷ୍ଟୁଡିଓ ଏହି ରିମେକ ପାଇଁ ସହମତ ହୋଇଛି।

ଚଳଚ୍ଚିତ୍ର ନିର୍ମାତା କୁମାର ମଙ୍ଗତ ନିଜ ଖୁସି ବ୍ୟକ୍ତ କରି କହିଛନ୍ତି, ମୁଁ ବହୁତ ଉତ୍ସାହିତ ଅଛି ଯେ କୋରିୟ ଭାଷାରେ ‘ଦୃଶ୍ୟମ’ ଫ୍ରାଞ୍ଚାଇଜ ତିଆରି ହେଉଛି । ଏହା ହେଉଛି ପ୍ରଥମ ହିନ୍ଦୀ ଚଳଚ୍ଚିତ୍ର ଯାହା କୋରିଆରେ ନିର୍ମିତ ହେବ। ଏହି ଚଳଚ୍ଚିତ୍ର ସହିତ ହିନ୍ଦୀ ସିନେମା ବିଶ୍ୱ ସ୍ତରରେ ଏକ ଦୃଢ ପରିଚୟ ପାଇବ। ଯଦିଓ ଗତ ଅନେକ ବର୍ଷ ଧରି ଆମେ କୋରିଆ ଚଳଚ୍ଚିତ୍ର ଦ୍ୱାରା ଅନୁପ୍ରାଣିତ ହୋଇଥିଲୁ, ଏବଂ ବର୍ତ୍ତମାନ ସେଗୁଡ଼ିକ ମଧ୍ୟ ଆମର ଗୋଟିଏ ଚଳଚ୍ଚିତ୍ର ଦ୍ୱାରା ଅନୁପ୍ରାଣିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri