ଏକାଠି ନଜର ଆସିବେ ଅଜୟ ଦେବଗନ-ଦୀପିକା

ମୁମ୍ବାଇ: ଅଜୟ ଦେବଗନ ଏବଂ ରୋହିତ ଶେଟ୍ଟୀ ପୁଣି ଥରେ ରେକର୍ଡ କରିବାକୁ ପ୍ରସ୍ତୁତ ହେଉଛନ୍ତି। ୨୦୦୩ରେ ଡେବ୍ୟୁ ଫିଲ୍ମ ‘ଜମିନ’ ପରଠାରୁ ଅଭିନେତା-ନିର୍ଦ୍ଦେଶକ ଯୋଡ଼ି ଅନେକ ହିଟ୍‌ ଦେଇଛନ୍ତି। ‘ସିଂହମ’ ଏବଂ ‘ସିଂହମ ରିଟର୍ନସ’ର ସଫଳତା ପରେ ବର୍ତ୍ତମାନ ଅଜୟ ଦେବଗନ ଏବଂ ରୋହିତଙ୍କ ଯୋଡି ତୃତୀୟ ଫିଲ୍ମ ଘୋଷଣା କରିଛନ୍ତି।

Singham Again

ଚଳିତ ବର୍ଷ ଅଗଷ୍ଟରୁ ଫିଲ୍ମଟି ଫ୍ଲୋର୍‌କୁ ଯିବା ପାଇଁ ସ୍ଥିର ହୋଇଛି। କେବଳ ଏତିକି ନୁହେଁ ଫିଲ୍ମର ରିଲିଜ ତାରିଖ ମଧ୍ୟ ଘୋଷଣା ହୋଇଛି।
ଏକ ରିପୋର୍ଟ ଅନୁଯାୟୀ, ନିର୍ମାତା ଫିଲ୍ମର ରିଲିଜ ତାରିଖକୁ ଲକ୍‌ କରିଛନ୍ତି। ଏହା ପ୍ରଥମେ  ୨୦୨୪ ଦିପାବଳୀ ଅବସରରେ ରିଲିଜ ହେବାର ଥିଲା କିନ୍ତୁ ବର୍ତ୍ତମାନ ଏହାକୁ ଅଗଷ୍ଟ ୧୫ରେ ରିଲିଜ ହେବା ନେଇ ଯୋଜନା ରହିଛି। ଏଭଳି ପରିସ୍ଥିତିରେ ଫିଲ୍ମଟି ବକ୍ସ ଅଫିସରେ ରେକର୍ଡ କରିବ ବୋଲି ଆଶା କରାଯାଉଛି। ଏହା ବ୍ୟତୀତ ଉକ୍ତ ଦିନରେ ରକ୍ଷାବନ୍ଧନ ପଡୁଥିବାରୁ ଛୁଟି ଯୋଗୁ ଜବରଦସ୍ତ ଲାଭ ମିଳିବ।

‘ସର୍କସ’ର ‘କରେଣ୍ଟ ଲଗା’ର ଗୀତ ଶୁଭାରମ୍ଭ ସମୟରେ ରୋହିତ ଶେଟ୍ଟୀ ଏହି ଘୋଷଣା କରିଛନ୍ତି ଯେ, ଦୀପିକା ପାଦୁକୋନଙ୍କୁ ‘ସିଂହମ ଏଗେନ୍‌’ ପାଇଁ ଚୟନ କରାଯାଇଛି। ପ୍ରଥମ ଥର ପାଇଁ ରୋହିତଙ୍କ ଫିଲ୍ମରେ ଦୀପିକା ପୋଲିସ କର୍ମୀ ଭୂମିକାରେ ନଜର ଆସିବେ। ପରଦାରେ ଦୀପିକା ପାଦୁକୋନ ଏବଂ ଅଜୟ ଦେବଗନଙ୍କୁ ଏକାଠି ଦେଖିବାକୁ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri