ଚର୍ଚ୍ଚାରେ ଅଜୟ ଦେବଗନଙ୍କ ଫଟୋ

ବଲିଉଡ ଇଣ୍ଡଷ୍ଟ୍ରିର ସିଂଘମ ତଥା ଅଜୟ ଦେବଗନ କେବଳ ଜଣେ ମହାନ ଅଭିନେତା ନୁହଁନ୍ତି ବରଂ ଜଣେ ଭଲ ଫ୍ୟାମିଲିମ୍ୟାନ୍‌ ମଧ୍ୟ। ସେ ପ୍ରାୟତଃ ସ୍ତ୍ରୀ କାଜଲ, ଝିଅ ନ୍ୟାସା ଏବଂ ପୁଅ ୟୁଗଙ୍କ ସହ ପୋଷ୍ଟ ଶେୟାର କରନ୍ତି। ନିକଟରେ ଅଜୟ ପୁଅ ୟୁଗଙ୍କ ସହ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି, ଯାହା ଭାଇରାଲ ହେଉଛି। ଫଟୋରେ ଏହା ଦେଖିବାକୁ ମିଳେ ଯେ, ବାଲକୋନୀରେ ୟୁଗ ପିତା ଅଜୟଙ୍କ ସହ ଲଢୁଛନ୍ତି ଏବଂ ଦୁହେଁ ପରସ୍ପରର ଆଖିରେ ଚାହିଁ ରହିଛନ୍ତି।
ଏହି ଫଟୋ ପୋଷ୍ଟ କରି ଅଜୟ ଏକ ମହତ କଥା କହିଛନ୍ତି, ଯାହା ମାଧ୍ୟମରେ ସେ ଜଣେ ପିତାଙ୍କ ଅର୍ଥ ବୁଝାଇବାକୁ ଚେଷ୍ଟା କରିଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ଏକମାତ୍ର ଯୁଦ୍ଧ ଯାହା ପିତା ପ୍ରତ୍ୟେକ ଥର ହାରିବାକୁ ଚାହାଁନ୍ତି।
ଅଜୟଙ୍କୁ ଶେଷ ଥର ପାଇଁ ୨୦୨୨ରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଦୃଶ୍ୟମ ୨ରେ ନଜର ଆସିଥିଲେ। ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ସାବ୍ୟସ୍ତ ହୋଇଥିଲା। ଫିଲ୍ମଟି ୨୦୦ କୋଟିରୁ ଅଧିକ ବ୍ୟବସାୟ କରିଥିଲା। ଏବେ ଅଜୟ ଦେବଗନଙ୍କୁ ନିଜ ନିର୍ଦ୍ଦେଶନା ଦେଇଥିବା ଫିଲ୍ମ ଭୋଲାରେ ଦେଖିବାକୁ ମିଳିବ। ଏହି ଚଳଚ୍ଚିତ୍ରଟି ମାର୍ଚ୍ଚ ୨୦, ୨୦୨୩ରେ ପ୍ରେକ୍ଷାଳୟକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri