ଭସ୍ମ ଲଗାଇ ଶତ୍ରୁଙ୍କୁ ଅନ୍ତ କରିବେ ଅଜୟ ଦେବଗନ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ୍‌-୨ର ଅପାର ସଫଳତା ପରେ ଏବେ ନିଜ ଅପ୍‌କମିଂ ଫିଲ୍ମ ‘ଭୋଲା’ କୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ‘ଭୋଲା’ର ଦ୍ୱିତୀୟ ଟିଜର ରିଲିଜ୍‌ ହୋଇଛି। ଏନେଇ ଅଜୟ ଦେବଗନଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇ ସୂଚନା ଦିଆଯାଇଛି। ଫିଲ୍ମର ଦ୍ୱିତୀୟ ଟିଜରକୁ ପ୍ରଶଂସକ ବହୁତ ପସନ୍ଦ କରିଛନ୍ତି। ଏଥିରେ ଅଜୟ ଭସ୍ମ ଲଗାଇ ଶତ୍ରୁଙ୍କୁ ଅନ୍ତ କରିବାକୁ ଆସୁଥିବା ଦେଖିବାକୁ ମିଳିଛି। ଏଥିରେ ଅଜୟଙ୍କ ଦମ୍‌ଦାର ଅଭିନୟ ସହ ତାଙ୍କର ଭିନ୍ନ ରୂପ ନଜର ଆସିଛି। ଏହି ଫିଲ୍ମରେ ଅଜୟଙ୍କ ବ୍ୟତୀତ ଅଭିନେତ୍ରୀ ତବ୍ବୁଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିବ। ଏହି ଟିଜରରେ ଅଜୟଙ୍କୁ ଦେଖିବା ପରେ ଦର୍ଶକ ବହୁ ଉତ୍ସାହର ସହ ଟ୍ରେଲରକୁ ଅପେକ୍ଷା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଗିଲେ ପରିଣିତି

ମୁମ୍ବାଇ,୧୭।୧୨: ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଆଲୋଚନା ଚାଲିଥିବା ବେଳେ ଅନେକ ଭାଗରେ ହିଂସା ସୃଷ୍ଟି ହୋଇଛି। ଏହି ଆଇନକୁ ଅନେକ...

ଟ୍ରୋଲ୍‌ ହେଲେ ଛୋଟେ ନଓ୍ବାବଙ୍କ ପରିବାର

ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ ଜାରି ରହିଥିବା ବେଳେ ପ୍ରାୟ ସବୁ ସେଲିବ୍ରିଟି ନିଜ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି।...

ଏସବୁ ଅଭିନେତ୍ରୀ ଦ୍ୱିତୀୟ ସ୍ତ୍ରୀ ହୋଇ ବି…

ବମ୍ବେ: ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଦୁଇଥର ବିବାହ କରିଛନ୍ତି। ସେଥିରୁ କିଛି ଛାଡ଼ପତ୍ର ପାଇଥିବା ବ୍ୟକ୍ତିଙ୍କ ହାତ ଧରିଛନ୍ତି। ହେଲେ ସେମାନେ ସୁଖୀ...

‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଏହି ଅଭିନେତ୍ରୀ ଅଚାନକ ଛାଡ଼ିଦେଇଥିଲେ ଇଣ୍ଡଷ୍ଟ୍ରି

ଫିଲ୍ମ ‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଜଣେ ଅଭିନେତ୍ରୀ ଇଣ୍ଡଷ୍ଟ୍ରି ଛାଡ଼ି ବ୍ୟକ୍ତିଗତ ଜୀବନରେ ବ୍ୟସ୍ତ ରହୁଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଭୂମିକା...

ପରଲୋକରେ ଅଭିନେତ୍ରୀ ଝରଣା ଦାସ

କଟକ ଅଫିସ,୨ା୧୨: ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। କିଛିଦିନ ଧରି ସେ...

ଏହି ଅଭିନେତ୍ରୀଙ୍କ ଆଉଟ୍‌ଫିଟ୍‌ ଦେଖି ପ୍ରଶଂସକ କହିଲେ…

ମୁମ୍ବାଇ: ଅଭିନେତ୍ରୀ ମୌନୀ ରାୟ ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚାରେ ରହୁଛନ୍ତି। ପ୍ରତିଦିନ ମୌନୀ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଶେୟାର...

ଏହି ଲୋକପ୍ରିୟ ଅଭିନେତାଙ୍କୁ ବାଡେଇଲେ ପୋଲିସ କର୍ମଚାରୀ!

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଆଶିକୀ’ର ଅଭିନେତା ରାହୁଲ ରୟଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ନିଜେ ରାହୁଲ ଏହାକୁ...

ଖୁସିରେ ବିଭୋର ଜ୍ୟାକଲିନ

ମୁ୍‌ମ୍ବାଇ: ବଲିଉଡ୍ ନାୟିକା ଜ୍ୟାକଲିନ ଫର୍ନାଡିଜଙ୍କ ଖୁସି କହିଲେ ନ ସରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକାଙ୍କର ଫଲୋର‌୍ୟସ ସଂଖ୍ୟା ଏବେ...

Advertisement
Archives

Model This Week