‘ଦୃଶ୍ୟମ-୨’ ଟିଜର୍‌ ରିଲିଜ୍‌

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ’ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା। ପ୍ରଶଂସକମାନେ ଉତ୍ସାହର ସହିତ ଏହାର ଦ୍ୱିତୀୟ ଭାଗକୁ ଅପେକ୍ଷା କରିଛନ୍ତି। ଦର୍ଶକଙ୍କ ଡିମାଣ୍ଡକୁ ଦୃଷ୍ଟିରେ ରଖି ନିର୍ମାତା ଫିଲ୍ମର ଦ୍ୱିତୀୟ ଭାଗ ‘ଦୃଶ୍ୟମ-୨’ ପ୍ରସ୍ତୁତ କରିଛନ୍ତି। ଏହାର ଟିଜର ରିଲିଜ୍‌ ହୋଇଯାଇଛି। ଫିଲ୍ମର ଏହି ଟିଜର ଅଭିନେତା ଅଜୟ ଦେବଗନ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଟିଜର ଶେୟାର କରି କ୍ୟାପସନରେ ସେ ଲେଖିଛନ୍ତି, ବିଜୟ ଏବଂ ତାଙ୍କ ପରିବାରର କାହାଣୀ ଆପଣଙ୍କ ମନେ ରଖିଛନ୍ତି ନା ମନେପକେଇ ଦେବେ। ନଭେମ୍ବର ୧୮, ୨୦୨୨ରେ ‘ଦୃଶ୍ୟମ-୨’ ସିନେମା ଘରକୁ ଆସିବ।
ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଏହି ଫିଲ୍ମର ପ୍ରଥମ ଭାଗ ୨୦୧୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟିର ନିର୍ଦ୍ଦେଶନା ଦେଇଥିଲେ ନିଶିକାନ୍ତ କାମାତ। ଅଜୟଙ୍କ ବ୍ୟତୀତ ଶ୍ରୀୟା ସରଣ, ତବୁ, ଇଶିତା ଦତ୍ତା ଫିଲ୍ମର ପ୍ରଥମ ଭାଗରେ ନଜର ଆସିଥିଲେ। ଏହି ଫିଳ୍ମଟି ମୋଟ ୬୭.୧୭ କୋଟି ବ୍ୟବସାୟ କରିଥିଲା।

 

View this post on Instagram

 

A post shared by Ajay Devgn (@ajaydevgn)


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର

ବଲିଉଡର ଲାୟନ (ସିଂହ) ହେଉଛନ୍ତି ସଲମାନ୍‌ ଖାନ୍‌। ଇନ୍‌ଷ୍ଟାଗ୍ରାମ୍‌ରେ ସଲମାନ୍‌ଙ୍କ ବ୍ରେସ୍‌ଲେଟ୍‌ର ଏକ ଆକାଉଣ୍ଟ ଖୋଲାଗଲେ ତାହାର ଅନେକ ଫଲୋଅର୍ସ ହେବେ। ନିକଟରେ ଏକ ସାକ୍ଷାତ୍‌କାରରେ...

ରିୟାଙ୍କ ପ୍ରେମରେ ଉବୁଟୁବୁ ସୁଶାନ୍ତ, ହେଲେ କହୁଛନ୍ତି ‘ସେ ମୋର ଭଲ ବନ୍ଧୁ’

ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନନ୍‌ଙ୍କ ସହ ବ୍ରେକ୍‌ଅପ୍‌ ପରେ ଅଭିନେତା ସୁଶାନ୍ତ ସିଂହ ରାଜପୁତ କୁଆଡ଼େ ରିୟା ଚକ୍ରବର୍ତ୍ତୀଙ୍କ ପ୍ରେମରେ ପଡ଼ିଛନ୍ତି। କଥାଟିକୁ ଉଭୟ ସ୍ପଷ୍ଟ...

ଏହି ଅଭିନେତ୍ରୀଙ୍କ ସହ ହ୍ରିତିଙ୍କ ଅନ୍ତରଙ୍ଗ ଫଟୋ ଭାଇରାଲ ପରେ ହୋଇଥିଲା ହଙ୍ଗାମା

ବଲିଉଡର ସୁପରଷ୍ଟାର ହ୍ରିତିକ ରୋଶନଙ୍କ ଆଜି ଜନ୍ମଦିନ। ୨୦୦୦ର ହିଟ ଫିଲ୍ମ ‘କହୋନା ପ୍ୟାର୍‌ ହୈ’ ରୁ ସେ ବଲିଉଡରେ ଡେବ୍ୟୁ କରିଥିଲେ । ପରେ...

ଭିକି-କ୍ୟାଟ୍ରିନା: କିଛିକଥା

ଭିକି କୌଶଲ ହୁଅନ୍ତୁ ଅବା କ୍ୟାଟ୍ରିନା କୈଫ-ବଲିଉଡ୍‌ରେ ନିଜ ଅଭିନୟ ଦକ୍ଷତା ବଳରେ ଦୁହେଁ ଦର୍ଶକାଦୃତି ହାସଲ କରିବାରେ ସକ୍ଷମ ହୋଇଛନ୍ତି। ଦୁହିଁଙ୍କୁ ନେଇ ଏବେ...

‘କୁମ୍‌କୁମ୍‌ ଭାଗ୍ୟ’ ଛାଡ଼ିଲେ ଶିଖା…

ବମ୍ବେ: ଶୋ’ ଛାଡ଼ିଲେ ଶିଖା ସିଂହ। ଏକତା କପୁରଙ୍କ ଟେଲି ଧାରାବାହିକ ‘କୁମ୍‌କୁମ୍‌ ଭାଗ୍ୟ’କୁ ସେ ବାଏ ବାଏ କହିଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶଂସକମାନେ...

ଜଙ୍କ୍‌ଫୁଡ୍‌ରେ ସୋନମ୍‌ଙ୍କ ପ୍ରିୟ ଗୁପ୍‌ଚୁପ୍‌

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ଫିଟ୍‌ ରହିବାକୁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଜଙ୍କ୍‌ଫୁଡ୍‌ଠାରୁ ଦୂରେଇ ରୁହନ୍ତି ଅଭିନେତ୍ରୀମାନେ। ମାତ୍ର ଏବେ ବଲିଉଡ୍‌ ଫ୍ୟାଶନ୍‌...

ଏହି ଅଭିନେତ୍ରୀଙ୍କ ପାଇଁ ହ୍ରିତିଙ୍କ ହୋଇଥିଲା ଛାଡପତ୍ର

ବଲିଉଡର ସୁପରଷ୍ଟାର ହ୍ରିତିକ୍‌ ରୋଶନ ଫିଲ୍ମ ‘କହୋନା ପ୍ୟାର୍‌ ହୈ’ରୁ ବଲିଉଡରେ ଡେବ୍ୟୁ କରିଥିଲେ । ପରେ ହ୍ରିତିକ୍‌ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ତେବେ,...

କଥା ଥିଲା ସାତ ଜନ୍ମର, ହେଲେ କେଇ ମାସ ବି ଚାଲିଲାନି; ଅଲଗା ହୋଇଗଲେ ଏସବୁ କଳାକାର ଦମ୍ପତି

ବମ୍ବେ: କଥା ଥିଲା ସାତ ଜନ୍ମର। ହେଲେ କିଛି ଦିନରେ ହିଁ ଭାଙ୍ଗିଗଲା ସମ୍ପର୍କ। ବୋଲ୍ଡ ଅଭିନେତ୍ରୀ ପୁନମ୍‌ ପାଣ୍ଡେ ମାତ୍ର ଚଉଦ ଦିନ ପରେ...

Advertisement
Archives

Model This Week