ଗଲଓ୍ବାନ ଘାଟି ବିବାଦ ଉପରେ ନିର୍ମାଣ ହେବ ଫିଲ୍ମ

ଗଲଓ୍ବାନ ଘାଟିରେ ହୋଇଥିବା ଭାରତ ଏବଂ ଚୀନ୍‌ ମଧ୍ୟରେ ରକ୍ତାକ୍ତ ସଂଘର୍ଷର କାହାଣୀ ଏବେ ବଡ଼ ପରଦାରେ ଦେଖିବାକୁ ମିଳିବ। ଏଲ୍‌ଏସିରେ ୨୦ ଭାରତୀୟ ଯବାନଙ୍କ ବଳିଦାନର କାହାଣୀ ଉପରେ ଫିଲ୍ମ ନିର୍ମାଣ କରିବେ ବଲିଉଡ୍‌ ଅଭିନେତା ଅଜୟ ଦେବଗନ। ଏ ନେଇ ସିନେ ସମୀକ୍ଷକ ତରୁଣ ଆଦର୍ଶ ଟୁଇଟ୍‌କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଫିଲ୍ମର ନାମକରଣ ହୋଇନାହିଁ। ତେବେ ଏଥିରେ କେଉଁମାନେ ଅଭିନୟ କରିବେ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ।
ପୂର୍ବରୁ ଦେଶଭକ୍ତି ଉପରେ ଅନେକ ସିନେମା ନିର୍ମାଣ ହୋଇଛି। ଯେମିତିକ, ଏଲଓସି କର୍ଗିଲ, ତାଣାଜି, ଦି ଲିଜାଣ୍ଡ ଅଫ୍‌ ଭଗତ ସିଂ ଆଦି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଦିନେ ଘର ଛାଡି ପଳାଇଥିଲେ ଏହି ପ୍ରସିଦ୍ଧ ଗାୟିକା, ଆଉ ତା’ପରେ

ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହର ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ...

ଦବଙ୍ଗ-୩ରେ ଆଇଟମ୍‌ ନଂ କରିବେ ଏହି ଅଭିନେତ୍ରୀ

‘ଭାରତ’ ବକ୍ସ ଅଫିସରେ ଧୂମ୍‌ ମଚାଇବା ପରେ ସୁପରଷ୍ଟାର ସଲମାନ ଖାନ୍‌ ଦବଙ୍ଗ-୩ ପାଇଁ ଶୁଟିଂ ଆରମ୍ଭ କରିଦେଇଛନ୍ତି। ତେବେ ଏହି ଫିଲ୍ମରେ ଆଇଟମ୍‌ ନଂରେ...

ପୁଅମାନଙ୍କୁ ଦିଆଯାଉ ଉତ୍ତମ ସଂସ୍କାର: ଅନୁଷ୍କା

ମୁମ୍ବାଇ: ବଲଉଡ୍ ନାୟିକା ଅନୁଷ୍କା ଶର୍ମା ଏବେ ଖୁବ୍ ଚର୍ଚ୍ଚାରେ । ଆଉ କିଛିଦିନ ପରେ ସେ ମା’ ହେବାକୁ ଯାଉଥିବା ଖବର ଜଣାପଡିବା ପରେ...

ଏହି ପଞ୍ଜାବୀ ଗାୟକଙ୍କ ପ୍ରେମରେ ଉବୁଟୁବୁ ମନୋଜ ତିଓ୍ବାରୀଙ୍କ ପ୍ରଥମ ସ୍ତ୍ରୀ ରାନୀ, ପୋଷ୍ଟକୁ ନେଇ ବଢ଼ୁଛି…

ବମ୍ବେ: ଭାରତୀୟ ଜନତା ପାର୍ଟି ଏମ୍‌ପି ତଥା ଭୋଜପୁରୀ ସିନେମାର ସୁପରଷ୍ଟାର ମନୋଜ ତିଓ୍ବାରୀଙ୍କ ପୂର୍ବପତ୍ନୀ ରାନୀ ତିଓ୍ବାରୀ ଏବେ ଚର୍ଚ୍ଚାର। ସେ ଏବେ ପଞ୍ଜାବୀ...

୫୬ ଇଞ୍ଚର ଛାତି ନୁହେଁ, ଦେଶ ଚଳାଇବା ଲାଗି ଭଲ ହୃଦୟ ଦରକାର: ରିତେଶ ଦେଶମୁଖ

ବମ୍ବେ: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଦେଶରେ ରାଜନୈତିକ ପାଣିପାଗ ସରଗରମ। ଗୋଟିଏ ପଟେ ଭାଜପା ପୁଣି ଥରେ ସତ୍ତାକୁ ଫେରିବାକୁ ଚେଷ୍ଟା କରୁଥିବା ବେଳେ...

‘ଆଦିପୁରୁଷ’ ପରେ ହରର୍‌ ଫିଲ୍ମରେ ନଜର ଆସିବେ ପ୍ରଭାସ

ସୁପରଷ୍ଟାର ପ୍ରଭାସ ସାଉଥ୍‌ ଫିଲ୍ମର ଜଣେ ଜଣାଶୁଣା ଅଭିନେତା। ‘ବାହୁବଳୀ’ପରେ ତାଙ୍କ ପାଖରେ ପ୍ରୋଜେକ୍ଟର ଲମ୍ବା ଲାଇନ ଲାଗୁଛି। ‘ଆଦିପୁରୁଷ’ ପରେ ପ୍ରଭାସ ଅନ୍ୟ ଏକ...

ବ୍ରେକ୍‌ଅପ୍‌ ପରେ ପୁଣି ପ୍ରେମରେ ପଡ଼ିଛନ୍ତି ଅନନ୍ୟା

ବମ୍ବେ: ଅଭିନେତା ଶାହିଦ କପୁରଙ୍କ ସାନ ଭାଇ ଈଶାନ ଖଟ୍ଟରଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ନୂଆ ସମ୍ପର୍କରେ ଯୋଡ଼ି ହୋଇଛନ୍ତି ଅନନ୍ୟା ପାଣ୍ଡେ। ବଲିଉଡ୍‌ର...

ଏହି ଅଭିନେତ୍ରୀ ଘରକୁ ଖୁବ୍‌ଶୀଘ୍ର ଆସିବେ ନୂଆ ଅତିଥି

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥିତ୍ ଆସିବେ। ସୁସ୍ମିତା ଭାଉଜ ଚାରୁ ସେନ୍‌ ଖୁବ୍‌ଶୀଘ୍ର ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଏନେଇ...

Advertisement
Archives

Model This Week