ବିୟର ଗ୍ରିଲଙ୍କ ସହ ଷ୍ଟଣ୍ଟ କରିବେ ଅଜୟ ଦେବଗନ

ବମ୍ବେ: ଚର୍ଚ୍ଚାରେ ‘ସୂର୍ଯ୍ୟବଂଶୀ’ ଷ୍ଟାର ଅଜୟ ଦେବଗନ। ଭାବୁଥିବେ କାହିଁକି। ଏବେ ‘ଇନ୍‌ଟୁ ଦ ଓ୍ବାଇଲ୍ଡ ଉଇଥ୍‌ ବିୟର ଗ୍ରିଲ୍‌’ଙ୍କ ଶୋ’ରେ ଏହି ସୁପରଷ୍ଟାରଙ୍କୁ ଦେଖିବାକୁ ମିଳିବ। ଗ୍ରିଲଙ୍କ ସହ ସମୁଦ୍ରରେ ସାର୍କର ସାମ୍ନା କରୁଥିବା ନଜର ଆସିବେ ସେ। କିଛି ଷ୍ଟଣ୍ଟ ଏବଂ ଆକ୍ସନ କରିବା ସମୟରେ ଅଜୟ ବାପା ଭିରୁଙ୍କ ଜୀବନ ସହ ଜଡ଼ିତ କିଛି ସ୍ମୃତି ଗ୍ରିଲଙ୍କ ସହ ମଧ୍ୟ ବାଣ୍ଟିବେ। ବାପାଙ୍କ ଯୋଗୁ ଆକ୍ସନକୁ ପସନ୍ଦ କରନ୍ତି ଅଜୟ। କାରଣ ତାଙ୍କ ବାପା ଜଣେ ଷ୍ଟଣ୍ଟ କୋରିଓଗ୍ରାଫର ଥିଲେ।

ଅଭିନେତା ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି ଶୋ’ରେ ଭାଗ ନେଉଥିବା ନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଭିଡିଓରେ ହେଲିକାପ୍ଟର ଯୋଗେ ସେ ଏଣ୍ଟ୍ରି ମାରୁଥିବା ଦେଖାଯାଇଛି। ପରେ ସେ ଗ୍ରିଲଙ୍କ ସହ ଏକ ବୋଟ୍‌ରେ ଯାଉଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶଂସକ ଉତ୍ସାହିତ ଥିବା ପ୍ରତିକ୍ରିୟା ଦେଉଛନ୍ତି।

ସେମିତିରେ ଆପଣ ମୋତେ ବହୁତ ଫିଲ୍ମରେ ଆକ୍ସନ କରୁଥିବା ଦେଖିଥିବେ। ହେଲେ ଅଜୟ ଦେବଗନ ଭାବେ କେବେ ଦେଖି ନ ଥିଲେ। ଆଜି ମୁଁ ଭାରତ ମହାସାଗର ମଧ୍ୟରେ ବିୟର ଗ୍ରିଲଙ୍କ ସହ ଅଛି । ମୋତେ ଲାଗୁଛି ଏହା କୌଣସି ଖେଳ ନୁହେଁ। ଆଗକୁ କ’ଣ ହେଲା ତାହା ଦେଖିବାକୁ ଚାହୁଁଛନ୍ତି, ତେବେ ଡିସ୍କଭରି ଚ୍ୟାନେଲ୍‌ରେ ଦେଖନ୍ତୁ ବୋଲି ଭିଡିଓରେ ଅଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri