Advertisement

ରିଲିଜ୍‌ ହେଲା ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ-୨’

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦୃଶ୍ୟମ-୨’ ଶୁକ୍ରବାର ରିଲିଜ୍‌ ହୋଇଛି। ସକାଳୁ ଏହି ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଛି। ଦର୍ଶକଙ୍କ ଏଭଳି ଉତ୍ସାହ ଦେଖି କୁହାଯାଉଛି କି ଆଗକୁ ଫିଲ୍ମଟି ଭଲ ଆୟ କରିବ। ରିଲିଜ୍‌ ପୂର୍ବରୁ ମଧ୍ୟ ଆଡଭାନ୍ସ ଟିକେଟ୍‌ ବୁକିଂରେ କୋଟି କୋଟି ଆୟ କରିଥିଲା।
ଫିଲ୍ମରେ ଅଜୟ ଦେବଗନ, ଅକ୍ଷୟ ଖନ୍ନା, ତବୁ ଏବଂ ଶ୍ରେୟା ସରନ ନଜର ଆସିବେ। ଅଭିଷେକ ପାଠକ ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି। ଦୃଶ୍ୟମର ପାର୍ଟ ୧ ଦେଖିବା ପରେ ପାର୍ଟ ୨କୁ ଦେଖିବା ପାଇଁ ଦର୍ଶକ କେବେଠୁ ଅପେକ୍ଷା କରି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରପୋଜ୍‌ କରିବା ସମୟରେ ପ୍ରେମିକା ଅଭିନେତ୍ରୀ ବୋଲି ଜାଣି ନ ଥିଲେ ରୋହିତ

ଛୋଟ ପରଦା ଅଭିନେତ୍ରୀ ଅନିତା ହାସନନ୍ଦାନୀ ଆଜି ତାଙ୍କ ୪୦ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୪ ଏପ୍ରିଲ ୧୯୮୧ରେ ମୁମ୍ବାଇର ଏକ ସିନ୍ଧି...

ରାଗିଗଲେ ଏହି ଅଭିନେତ୍ରୀ, ମିଡିଆକୁ ‘ବିପଜ୍ଜନକ କୁକୁର’ ସହ କଲେ ତୁଳନା

ସାଉଥ ସିନେମାର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ଅକ୍କିନେନି ଆଜିକାଲି ସ୍ବାମୀ ନାଗା ଚେତନ୍ୟଙ୍କ ସହ ତାଙ୍କ ଫାଟ ସମ୍ପର୍କ ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ବିଷୟରେ କୁହାଯାଉଛି...

ମୋ ମ୍ୟାନେଜର ଭାବୁଥିଲେ ମୁଁ ପାଗଳ: ସୁସ୍ମିତା ସେନ

ମୁମ୍ବାଇ: ବଲିଉଡ ନାୟିକା ସୁସ୍ମିତା ସେନ ତାଙ୍କ ଅଭିନୟ ପାଇଁ ବେଶ ପରିଚିତ । ନିଜର ବଳିଷ୍ଠ ଅଭିନୟ ମାଧ୍ୟମରେ ସେ ତିଆରି କରିପାରିଛନ୍ତି ନିଜର...

ସୁଇମିଂକୁ ଡରନ୍ତି ତାପସୀ!

ମୁମ୍ବାଇ: ବଲିଉଡ୍‌ର ଚୁଲବୁଲି ନାୟିକା ତାପସୀ ପନ୍ନୁ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ନିକଟରେ ସେ ତାଙ୍କର ଏକ ଫଟୋ ଶେୟାର କରି ବିଗତ ଦିନର...

ଦ୍ୱିତୀୟଥର ମା’ ହେବାକୁ ଯାଉନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ନେହା ଧୁପିଆ ଏବଂ ଅଙ୍ଗଦ ବେଦୀ ଦ୍ୱିତୀୟ ଥର ପାଇଁ ମାତାପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କ ସହ ଏହି...

‘ପୁଷ୍ପା’ ଫିଲ୍ମ ଗୀତ ନୁହେଁ, ଏହି ଗୀତରେ ନାଚି ସମସ୍ତଙ୍କ ହୃଦୟ ଜିତିଲେ ଅଲ୍ଲୁ ଅର୍ଜୁନଙ୍କ କୁନି ଝିଅ

ଫିଲ୍ମ ‘ପୁଷ୍ପା’ର ସଫଳତା ପରେ ଅଲ୍ଲୁ ଅର୍ଜୁନ ଏବେ ସୁପରଷ୍ଟାର ହୋଇଯାଇଛନ୍ତି। ସାଧାରଣ ଯୁବକମାନଙ୍କଠାରୁ ଆରମ୍ଭ କରି କ୍ରିକେଟରଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କ ଫିଲ୍ମକୁ ପସନ୍ଦ...

ସାଥୀ ଅଭିନେତ୍ରୀଙ୍କ ସହ ସମୟ ବିତାଇଲେ ପ୍ରକୃତି

ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାର ୫ମ ପର୍ଯ୍ୟାୟ ଲକଡାଉନ ଘୋଷଣା କରିଛନ୍ତି। ଲକଡାଉନ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରି...

୩ ବର୍ଷ ପରେ ଭାରତ ଆସୁଛନ୍ତି ପ୍ରିୟଙ୍କା

ବଲିଉଡ୍‌ ପରେ ଏବେ ହଲିଉଡ୍‌ରେ ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବିବାହ ପରେ ସ୍ବାମୀ ନିକ୍‌ ଜୋନାସଙ୍କ ସହ ଲସ ଆଞ୍ଜେଲସରେ ରହୁଛନ୍ତି। ସେ...

Advertisement
Archives

Model This Week