କାହା ସହିତ କଥା ହେଉ ନ ଥିଲେବି ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଅଜୟ

ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ଉଭୟ ଗୁଣ୍ଡାରାଜ ଶୁଟିଂ ଶେଟରେ ଉଭୟଙ୍କର ସାକ୍ଷାତ ହୋଇଥିଲା। ଅଜୟ ସେତେବେଳେ କାହା ସହିତ ଅଧିକ କଥା ହେବାକୁ ପସନ୍ଦ କରୁନ ଥିଲେ । ଶେଟର ଲୋକମାନେ ତାଙ୍କୁ ଅହଂକାରୀ ମନେ କରୁଥିଲେ।
କିନ୍ତୁ ସେହି ଶୁଟିଂ ଶେଟ୍‌ରୁ ହିଁ ସେ କାଜଲଙ୍କ ସହ କଥା ହୋଇଥିଲେ। ପରେ ଦୁହେଁ ଦୁହିଁକୁ ଡେଟ କରିବା ଆରମ୍ଭ କରିଥିଲେ। ଏହା ପରେ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଗୁଜବକୁ ନେଇ ମୁହଁ ଖୋଲିଲେ ଆହାନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟିଙ୍କ ପୁଅ ଆହାନ ସେଟ୍ଟୀଙ୍କର ଫିଲ୍ମ ରିଲିଜ୍‌ ହୋଇଛି । ପ୍ରଥମ ଥର ପାଇଁ ସେ ବଲିଉଡ୍‌ରେ ଡେବ୍ୟୁ କରିଛନ୍ତି...

ଭାଇଜାନଙ୍କୁ ବିବାହ କରିବାକୁ ଚାହାନ୍ତି ପାକିସ୍ତାନର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଅର୍ଥାତ ଭାଇଜାନ୍‌ଙ୍କୁ କିଏ ବା ପସନ୍ଦ ନ କରେ। ଆଜିବି ତାଙ୍କ ଫିଲ୍ମକୁ ଦର୍ଶକ ପାଗଳ ଭଳିି ଅପେକ୍ଷା କରି...

ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଉ ଏକ ଝଟ୍‌କା: ଆଖିବୁଜିଲେ ଏହି ଲୋକପ୍ରିୟ ନିର୍ଦ୍ଦେଶକ

ଗୁରୁରାଟୀ ଫିଲ୍ମର ଲୋକପ୍ରିୟ ନିର୍ଦ୍ଦେଶକ ଆଶିଷ କକ୍କଟଙ୍କର ପରଲୋକ ଘଟିଛି। ୪୯ ବର୍ଷ ବୟସରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅଶିଷ ନିଜ ପୁଅର...

ବିବାହ ବେଳର ଫଟୋ ଶେୟାର କଲେ ରାକ୍ଷୀ: ଦେଖାଇଲେ କେବଳ ସ୍ବାମୀ ରିତେଶଙ୍କ ହାତ, ପ୍ରଶଂସକ କହିଲେ ଦେଖାନ୍ତୁ ମୁହଁ

ବମ୍ବେ: ସର୍ବଦା ବିବାଦରେ ରହିବାକୁ ଭଲପାଆନ୍ତି ବଲିଉଡ୍‌ର ଆଇଟମ୍‌ ଗର୍ଲ ଭାବେ ପରିଚିତ ରାକ୍ଷୀ ସାଓ୍ବନ୍ତ। କିଛି ମାସ ତଳେ ସେ ବିବାହ କରି ସମସ୍ତଙ୍କୁ...

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ୮୩ ହଜାର ଟଙ୍କା ସହାୟତା ମାଗିଲେ ପ୍ରଶଂସକ, ଆଉ ତା’ପରେ

ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର କିଛି ତାରକା କେବଳ ଅଭିନୟ ମାଧ୍ୟମରେ ଲକ୍ଷ ଲକ୍ଷ ଦର୍ଶକଙ୍କୁ ପ୍ରଭାବିତ କରନ୍ତି ନାହିଁ, ବାସ୍ତବ ଜୀବନରେ କିଛି ଅନୁକମ୍ପାମୂଳକ କାର୍ଯ୍ୟ କରି...

ବିବାଦରେ ‘ଗଙ୍ଗୁବାଈ କାଠିଆଓ୍ବାଡି’

ନୂଆଦିଲ୍ଲୀ, ୨୪ା୨: ଆସନ୍ତା ଶୁକ୍ରବାର ରିଲିଜ ହେବାକୁ ଥିବା ଫିଲ୍ମ ‘ଗଙ୍ଗୁବାଈ କାଠିଆଓ୍ବାଡି’ ବିବାଦରେ ଫସିଛି। ଏଥିରେ ଗଙ୍ଗୁବାଈଙ୍କୁ ଦେହଜୀବୀ ଦର୍ଶାଯାଇଥିବା ଅଭିଯୋଗ କରି ତାଙ୍କ...

ସାମ୍ନାକୁ ଆସିଲା ଭିକି-କାଟ୍ରିନାଙ୍କ ନିମନ୍ତ୍ରଣ କାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚାରେ ରହୁଛନ୍ତି। ବୁଧବାର ତାଙ୍କର ହଳଦୀ ଉତ୍ସବ ହୋଇଥିବା ବେଳେ...

ରିଲିଜ ହେବ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’- ‘ଭୂତ’: ବକ୍ସ ଅଫିସରେ ଆୟୁଷ୍ମାନ-ବିକ୍କିଙ୍କ ମଧ୍ୟରେ ଟକ୍କର

ବମ୍ବେ: ଆସନ୍ତା ସପ୍ତାହରେ ରିଲିଜ ହେବ ଦୁଇଟି ବହୁ ପ୍ରତୀକ୍ଷିତ ଫିଲ୍ମ। ଗୋଟିଏ ପଟେ ଆୟୁଷ୍ମାନ ଖୁରାନ୍ନାଙ୍କ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’କୁ ଅନ୍ୟପକ୍ଷେ ବିକ୍କି...

Advertisement
Archives

Model This Week