Posted inଜାତୀୟ

ଭାଜପାରେ ଯୋଗଦେଲେ ଏଏପି ନେତା ଅଜୟ କୋଠିୟାଲ

ଡେରାଡୁନ୍‌,୨୪।୫: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଥିବା ଅବସରପ୍ରାପ୍ତ କଲୋନେଲ୍‌ ଅଜୟ କୋଠିୟାଲ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ରାଜ୍ୟ ଭାଜପା ସଭାପତି ମଦନ କୌଶିକଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି।

ଗତ ବିଧାନସଭା ନିର୍ବାଚନରେ ଉତ୍ତରାଖଣ୍ଡରେ ବଡ଼ ସଫଳତା ହାସଲ କରିବ ବୋଲି ଏଏପି ଲକ୍ଷ୍ୟ ରଖିଥିଲା। ସେଥିପାଇଁ ସମସ୍ତ ୭୦ ଆସନରେ ଦଳ ପ୍ରାର୍ଥୀ ଦେବା ସହ କୋଠିୟାଲଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ସମ୍ପତ୍ତିକୁ ପୁଞ୍ଜିପତିଙ୍କ ହାତକୁ ଟେକି ଦେଉଛନ୍ତି ମୋଦି ସରକାର : ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ। ଏହାକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ରାହୁଲ...

ଆନ୍ଧ୍ରପ୍ରଦେଶରୁ ଉଚ୍ଛେଦ ହେବ ବିଧାନ ପରିଷଦ

ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ...

ଆର୍ଯ୍ୟନ ଖାଁ କ୍ରୁଜ ଡ୍ରଗ୍ସ ମାମଲା, ସାକ୍ଷୀଙ୍କ ନାମ ଠିକଣା ଲିକ୍‌, ଘରେ ପଶିଲେ ଅଜଣା ଲୋକେ

ମୁମ୍ବାଇ,୧୭ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସମସ୍ୟା ଯେମିତି କମିବାର ନାଁ ନେଉନି । ଆର୍ଯ୍ୟନଙ୍କ ଜାମିନ...

କଂଗ୍ରେସରେ ଯୋଗ ଦେଲେ ଅଭିନେତ୍ରୀ କାମ୍ୟା ପଞ୍ଜାବୀ

ମୁମ୍ବାଇ: ଟେଲି ଦୁନିଆର ପ୍ରସିଦ୍ଧ ଅଭିନେତ୍ରୀ କାମ୍ୟା ପଞ୍ଜାବୀ କଂଗ୍ରେସରେ ଯୋଗ ଦେଇଛନ୍ତି । ମୁମ୍ବାଇର କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳରେ...

ଏୟାର ଇଣ୍ଡିଆକୁ ୧୦ଲକ୍ଷ ଜରିମାନା ଲଗାଇଲା ଡିଜିସିଏ

ନୂଆଦିଲ୍ଲୀ,୨୪।୧: ପ୍ୟାରିସ୍‌ରୁ ଦିଲ୍ଲୀ ଯାଉଥିବା ବିମାନରେ ଜଣେ ମହିଳା ଯାତ୍ରୀଙ୍କ କମ୍ବଳ ଉପରେ ପରିସ୍ରା କରିବା ଘଟଣାରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଆଭିଏସନ(ଡିଜିସିଏ) ଏୟାର...

ନବନିର୍ବାଚିତ ବିଏସପି ଏମ୍‌ପିଙ୍କୁ ସୁରକ୍ଷା ଦେବାକୁ ମନାକଲେ ସୁପ୍ରିମକୋର୍ଟ

ଲକ୍ଷ୍ନୌ,୨୭।୫: ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ବିଏସପିର ନବନିର୍ବାଚିତ ଏମ୍‌ପି ଅତୁଲ ରାୟଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ଲାଗିଛି। ଗିରଫଦାରୀରୁ ବର୍ତ୍ତିବା ପାଇଁ ହୋଇଥିବା ଏକ ଆବେଦନ...

ତୃତୀୟ ଲହର ଆସିବା ଆଶଙ୍କା କ୍ଷୀଣ !…

ନୂଆଦିଲ୍ଲୀ,୧୯।୧୦: ଦେଶରେ ଧୀରେ ଧୀରେ କରୋନା ମହାମାରୀ ଆତଙ୍କ କମିବାରେ ଲାଗିଛି। ପୂର୍ବରୁ ତୃତୀୟ ଲହର ଆସିବା ନେଇ କୁହାଯାଉଥିଲା। ମାତ୍ର ଦେଶରେ ଦୈନିକ ସଂକ୍ରମଣ...

ମୋଦି ଦେଉଛନ୍ତି ୧୫ ଲକ୍ଷ: ଏମିତି ମେସେଜ୍‌ ଦେଖି ପୋଷ୍ଟ ଅଫିସ ସାମ୍ନାରେ ଲାଗିଲା ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧।୮: ସୋସିଆଲ ମିଡିଆରେ ଭାଇରାଲ ହେଲା ଏକ ମେସେଜ୍‌। ଯେଉଁଥିରେ ଉଲ୍ଲେଖ ଥିଲା ମୋଦି ୧୫ ଲକ୍ଷ ଟଙ୍କା ପଠାଉଛନ୍ତି। ଆଉ ଏହାକୁ ଦେଖିବା ପରେ...

Advertisement
Archives

Model This Week