Posted inଜାତୀୟ

କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ଅଜୟ ମାକନ

ନୂଆଦିଲ୍ଲୀ,୨୪।୬: ଦିଲ୍ଲୀ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମାକନ ଦିଲ୍ଲୀ ସହ ଜଡିତ କେନ୍ଦ୍ରର ଅଧ୍ୟାଦେଶ ପ୍ରସଙ୍ଗକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ଓ ତାଙ୍କ ଦଳ ମଧ୍ୟରେ ଜାରି ରହିଥିବା ତୁତୁମେମେ ଭିତରେ ଏଏପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରି ମାକନ କହିଛନ୍ତି, ଏବେ ସ୍ପଷ୍ଟ ହୋଇଯାଇଛି ଯେ ଭାରତୀୟ ଜନତା ପାର୍ଟି(ଭାଜପା) ସହ କିଏ ହାତ ମିଳାଇଛି।
ଏଏପି ଯେତେବେଳେ କହିଛି ଯେ କେନ୍ଦ୍ରର ଅଧ୍ୟାଦେଶକୁ ନେଇ ଯେ ପର୍ଯ୍ୟନ୍ତ କଂଗ୍ରେସ ତା’ର ମତ ସ୍ପଷ୍ଟ ନ କରିଛି ସେପର୍ଯ୍ୟନ୍ତ କଂଗ୍ରେସ ଉପସ୍ଥିତିରେ ହେଉଥିବା ବିରୋଧୀଦଳ ବୈଠକରେ ଏଏପି ଯୋଗ ଦେବ ନାହିଁ। ଏହାପରେ ମାକନ ଏଏପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ଅଧ୍ୟକ୍ଷ ମାକନ ଆହୁରି ମଧ୍ୟ ଦାବି କରିଛନ୍ତି ଯେ କେଜରିଓ୍ବାଲ ଜେଲ ଯିବାରୁ ରକ୍ଷା ପାଇବାକୁ ଏମିତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?