ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ହେଲେ ଅଜୟ ସିଂ

ମୁମ୍ବାଇ,୨୩ ।୧୧: ବେଶ୍ କିଛି ଦିନର ପ୍ରତିଯୋଗୀତା ପରେ ଶେଷରେ ଇଣ୍ଡିଆଜ୍ ବେଷ୍ଟ ଡ୍ୟାନ୍ସର ବିଜେତା ଘୋଷଣା କରାଯାଇଛି । ଶୋ’ରେ ଟାଇଗର ପପ୍ ନାମରେ ଜଣାଶୁଣା ଡ୍ୟାନ୍ସର ଅଜୟ ସିଂ ଏଥରର ବିଜେତା ହୋଇଛନ୍ତି । ଏଥିପାଇଁ ତାଙ୍କୁ ଟ୍ରଫି ସହ ୧୫ ଲକ୍ଷ ଟଙ୍କାର ଚେକ୍ ଓ ଏକ ମାରୁତି ସୁଜୁକି ବ୍ରିଜା କାର୍ ମଧ୍ୟ ଉପହାର ମିଳିଛି । ଟପ୍ ୫ରେ ଥିବା ୫ଜଣ ବିଜେତାଙ୍କ ମଧ୍ୟରେ ଅଜୟ ବାଜି ମାରିଥିଲେ । କଠିନ ପରିଶ୍ରମ ଓ ଏକାଗ୍ରତା ତାଙ୍କୁ ଏଇ ସଫଳତା ଆଣି ଦେଇଥିବା ସେ ପ୍ରକାଶ କରିଛନ୍ତି । ଗରିବ ପରିବାରର ଅଜୟ ବିଜେତା ହେବା ପରେ ତାଙ୍କ ଆଖିରେ ଏବେ ଆଖିଏ ସ୍ୱପ୍ନ । ଆଗକୁ ମଧ୍ୟ ସେ ତାଙ୍କ ଡ୍ୟାନ୍ସ ଜାରି ରଖିବେ ବୋଲି କହିଛନ୍ତି । ଏଥିପାଇଁ ସେ ସମସ୍ତ ଶ୍ରେୟ ତାଙ୍କ ମାଆଙ୍କୁ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭: ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri