Advertisement

‘ଦୃଶ୍ୟମ-୨’ ପରେ ଏହି ଫିଲ୍ମରେ ନଜର ଆସିବେ ଅଜୟ

ବଲିଉଡ ଅଭିନେତା ଅଜୟ ଦେବଗନ ତାଙ୍କ ଫିଲ୍ମ ‘ଦୃଶ୍ୟମ-୨’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ରିଲିଜ୍‌ ହେବାର ତିନି ଦିନ ପରେ ଏହି ଫିଲ୍ମ ୬୦ କୋଟିରୁ ଅଧିକ ବ୍ୟବସାୟ କରସାରିଲାଣି। ଏବେ ଯେଭଳି ଭାବରେ ଏହାର କ୍ରେଜ୍‌ ରହିଛି। ଆଶା କରାଯାଉଛି ଏହା ସୁପରହିଟ୍‌ ହେବ। ଇତି ମଧ୍ୟରେ ଅଜୟଙ୍କୁ ନେଇ ଆଉ ଏକ ଖୁସି ଖବର ଆସିଛି। ଅଜୟଙ୍କ ଆଗାମୀ ଚଳଚ୍ଚିତ୍ର ‘ଭୋଲା’ ଏହାର ଶୁଟିଂ ଶେଷ ହୋଇଛି। ଫିଲ୍ମର ଟିଜର ୨୨ ନଭେମ୍ବରରେ ରିଲିଜ୍‌ ହେବ। ଏଥିରେ ଅଜୟଙ୍କ ସହ ତବୁ ମଧ୍ୟ ନଜର ଆସିବେ। ହେଲେ ଫିଲ୍ମର ରିଲିଜ ତାରିଖ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଚଳାଇବା ପାଇଁ ରାସ୍ତା କଡ଼ରେ ପୋଷାକ ବିକ୍ରି କରୁଥିଲେ ଏହି ଅଭିନେତ୍ରୀ

ହଲିଉଡ୍‌ ଅଭିନେତ୍ରୀ ତଥା ଗାୟିକା ରିହାନା ନାମ କାହା ପାଇଁ ନୂଆ ନୁହେଁ। କିନ୍ତୁ କୃଷକ ଆନ୍ଦୋଳନ ଯୋଗୁ ଏହି ନାମ ବିଗତ କିଛି ଦିନ...

‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା

ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ...

କଙ୍ଗନାଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର

ମୁମ୍ବାଇ: ବଲିଉଡ୍ କୁଇନ୍ କଙ୍ଗନା ରାନାୱତଙ୍କ ଅଭିନୀତ ବହୁ ପ୍ରତିକ୍ଷିତ ଫିଲ୍ମ ‘ଥଲାଇବି’ର ରିଲିଜ୍ ଡେଟ୍ ସାମ୍ନାକୁ ଆସିଛି । କଙ୍ଗନା ସୋସିଆଲ ମିଡିଆରେ ଏକ...

ଲକ୍‌ଡାଉନ୍‌ ବଢ଼ିଲେ କ’ଣ ହେବ ପରିସ୍ଥିତି, ମଜାଳିଆ ଭିଡିଓ ଶେୟାର କଲେ ଭାରତୀ

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ଲଗାତର ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ଭାରତୀ ଏବେ ଆଉ...

କିଛି ନୂଆ କରି ଦେଖାଇବାକୁ ଚାହୁଁଛନ୍ତି ଉର୍ବଶୀ

ବଲିଉଡ୍‌ ଅଭିନେତ୍ରୀ ତଥା ପୂର୍ବ ବିଶ୍ୱସୁନ୍ଦରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନୂଆ ଶିଖିବାକୁ ଏବଂ ତାହାକୁ ପରଦା ଉପରେ ଉପସ୍ଥାପିତ କରିବାକୁ ଚାହିଁଥାନ୍ତି। ଜଣେ...

ବାପା ପଡ଼ିଯିବା ଖବର ପାଇ ବି ଶୁଟିଂସେଟ୍‌ ଛାଡ଼ିପାରି ନ ଥିଲି

ସମ୍ବଲପୁରୀ ଆଲବମର ଜଣେ ଆଗଧାଡ଼ିର ଅଭିନେତା ଭାରତଗୌରବ ଦାଶ। ମାଆ ଗୀତାଞ୍ଜଳି ଓ ବାପା ଭିକାରିଚରଣ ଦାଶଙ୍କ ସୁଯୋଗ୍ୟ ସନ୍ତାନ ଭାରତଗୌରବ ପଶ୍ଚିମ ଓଡ଼ିଶା ସମେତ...

ମୁହଁ ଲୁଚାଇ ଇଦ୍‌ ପାଳିଲେ ସାରା-କାର୍ତ୍ତିକ

ମୁମ୍ବାଇ,୬।୬: ବି ଟାଉନର ଚର୍ଚ୍ଚିତ ଯୋଡି ସାରା ଅଲ୍ଲୀ ଖାଁ ଓ କାର୍ତ୍ତିକ ଆର୍ୟନ ଏବେ ପୁଣି ଚର୍ଚ୍ଚା ପରିସରକୁ ଚାଲି ଆସିଛନ୍ତି। ବୁଧବାର ଇଦ୍‌...

ଡାକ୍ତରଖାନାରେ ପହଞ୍ଚିଲେ ରାଜୁଙ୍କ ସ୍ତ୍ରୀ-ବନ୍ଧୁ; ଫୋନ ଯୋଗେ କଥା ହେଲେ ଯୋଗୀ

ବମ୍ବେ: କାଲି ଦୁନିଆକୁ ହସାଉଥିବା ଲୋକ ଆଜି ଜୀବନ ମରଣ ସହ କରୁଛି ସଂଘର୍ଷ। କେତେବେଳେ କ’ଣ ହେବ କୁହାଯାଇ ନ ପାରେ। ଆମେ କହୁଛୁ...

Advertisement
Archives

Model This Week