Posted inଖେଳ

ନୂଆ ସିଜନ୍‌, ଏଣୁ ନୂଆ ଲୁକ୍‌

ନୂଆଦିଲ୍ଲୀ,୨୬।୩: ଆଉ ଦିନ କେଇଟାରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ପ୍ରଶଂସକମାନେ ଏହାକୁ ଅପେକ୍ଷା କରି ରହିଥିବା ବେଳେ ସମସ୍ତ ଫ୍ରାଞ୍ଚାଇଜ୍‌ଗୁଡ଼ିକ ନିଜ ନିଜର ରଣନୀତି ପ୍ରସ୍ତୁତ କରୁଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ର ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାନେ ନୂଆ ନିୟମ ଅନୁଯାୟୀ ବମ୍ବେରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଏସବୁ ମଧ୍ୟରେ ଡିସି ପକ୍ଷରୁ ରାହାନେଙ୍କ ଏକ ଫଟୋ ଶେୟାର କରାଯାଇ ମୂଲ୍ୟ ଦେବାକୁ କୁହାଯାଇଛି। ଫଟୋରେ କ୍ରିକେଟର ନୂଆ ଲୁକ୍‌ରେ ନଜର ଆସୁଛନ୍ତି। ପୂର୍ବରୁ ସେ ଦାଢ଼ୀ ରଖିଥିବା ବେଳେ ଏବେ କ୍ଲିନ୍‌ ସେଭ୍‌ କରିଛନ୍ତି। ଏଣୁ ଡିସି ‘ନୂଆ ସିଜନ୍‌, ନୂଆ ଲୁକ୍‌’ ବୋଲି କହିଛି। ଏଥିସହ ପ୍ରଶଂସକମାନେ ୧-୧୦ କେତେ ମାର୍କ ଦେବେ ତାହା ପଚରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭେଟେଲ ଜିତିଲେ ସିଙ୍ଗାପୁର ଗ୍ରାଁ ପ୍ରି

ସିଙ୍ଗାପୁର, ୨୩।୯(ଏଏଫପି)- ଫେରାରୀର ସେବାଷ୍ଟିଆନ ଭେଟେଲ ରବିବାର ଅନୁଷ୍ଠିତ ସିଙ୍ଗାପୁର ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଦୀର୍ଘ ୧ ବର୍ଷ ଟାଇଟଲ...

ଅଷ୍ଟ୍ରେଲିଆରେ ଭାରତୀୟ ଟିମ୍‌ ରହୁଥିବା ହୋଟେଲ୍‌ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା: ଦୌଡ଼ି ଜୀବନ ବଞ୍ଚାଇଲେ..

ନୂଆଦିଲ୍ଲୀ, ୧୫।୧୧: ଆଇପିଏଲ୍‌ ଶେଷ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ସିଡନୀ ଗସ୍ତ କରିଥିଲା। ଶନିବାର ଦଳ...

ଇଂଲଣ୍ଡ ଗସ୍ତରେ ରାହୁଲ ଦ୍ରାବିଡ, ପନ୍ତ, ଆୟାର୍‌

ନୂଆଦିଲ୍ଲୀ,୨୦।୬: ଭାରତୀୟ ଦଳ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ଇଂଲଣ୍ଡ ଯାଇ ସାରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦...

ଆଜି ହୋଇପାରେ ବିଶ୍ୱକପ୍‌ ଟିମ୍‌ ଘୋଷଣା; ଜାଣନ୍ତୁ କାହାକୁ ମିଳିପାରେ ସୁଯୋଗ…

ନୂଆଦିଲ୍ଲୀ,୮।୯: ବିଶ୍ୱକପ୍‌ ଟି-୨୦ ଆରମ୍ଭ ହେବାକୁ ଆଉ କିଛି ସପ୍ତାହ ବାକି। ଅକ୍ଟୋବର-ନଭେମ୍ବରରେ ଏହି ଟୁର୍ନାମେଣ୍ଟ ୟୁଏଇରେ ଖେଳାଯିଏ। ଏଥିରେ ଭାଗ ନେବାକୁ ଥିବା ଦଳମାନେ...

ପିସିବିକୁ ପରାମର୍ଶ ଦେଲେ ଭାରତରୁ କ୍ୟୁରେଟର ଡକାଅ

କରାଚୀ,୧୮।୩: ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଦୁଇଟି ମ୍ୟାଚ୍‌ ଡ୍ର’ ଭାବେ ଶେଷ ହୋଇଛି। ଉଭୟ ମ୍ୟାଚ୍‌ରେ ବ୍ୟାଟରଙ୍କ ରାଜୁତି ଯୋଗୁ ରାଓ୍ବାଲପିଣ୍ଡି ଏବଂ...

ଦୀପକ ଚହରଙ୍କ ହ୍ୟାଟ୍ରିକ

ନାଗପୁର, ୧୧।୧୧- ଲୋକେଶ ରାହୁଲ ଓ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ପରେ ଦୀପକ ଚହରଙ୍କ ମ୍ୟାଜିକ୍‌ ସ୍ପେଲ୍‌ ଏବଂ ହ୍ୟାଟ୍ରିକ ସଫଳତା ବଳରେ ଭାରତ ରବିବାର...

ଅନୁଷ୍କାଙ୍କ ପାଇଁ କେକ୍‌ ତିଆରି କରିଥିଲେ ବିରାଟ

ନୂଆଦିଲ୍ଲୀ, ୨୬।୭: କରୋନା ମହାମାରୀ ଲାଗି ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବେ ଅଧିକାଂଶ ସମୟ ଘରେ ସ୍ତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ...

ଇଂଲଣ୍ଡ ବିପକ୍ଷ ସିରିଜ: ଶାର୍ଦ୍ଦୁଳ, ସୁନ୍ଦର, ସୂର୍ଯ୍ୟକୁମାର, କିଷନ ନୂଆ ଆବିଷ୍କାର

ନୂଆଦିଲ୍ଲୀ,୩୧।୩(ପି.ଟି.): ଭାରତୀୟ କ୍ରିକେଟ ଏବେ ଭଲ ସ୍ଥିତି ଦେଇ ଗତିକରୁଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଭଳି କ୍ୱାଲିଟି ଦଳ ବିପକ୍ଷରେ ଭାରତ ଗତ କେତେମାସ ମଧ୍ୟରେ...

Advertisement
Archives

Model This Week