Posted inଖେଳ

ଐତିହାସିକ ବିଜୟକୁ ନେଇ ଏଭଳି କହିଲେ ଅଧିନାୟକ: ଦୁଇ ଖେଳାଳିଙ୍କୁ ଦେଲେ ଶ୍ରେୟ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଐତିହାସିକ ବିଜୟ ପରେ କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାଣେ ଖୁସି ପ୍ରକଟ କରିଛନ୍ତି। ଏହି ବିଜୟର ଗୁରୁତ୍ୱ ଅଧିକ। ଏହାକୁ କିଭଳି କହିବି ତାହା ଜଣାନାହିଁ। ଦଳର ଖେଳାଳିମାନଙ୍କ ଉପରେ ମୁଁ ଗର୍ବ କରେ। ଆମେ ସର୍ବଶ୍ରେଷ୍ଠ ଦେବାକୁ ଚାହୁଁଥିଲୁ। ପରିଣାମ କ’ଣ ହେବ ତାହା ଭାବି ନ ଥିଲି। ବ୍ୟାଟିଂ କରିବାକୁ ଯାଇଥିବା ସମୟରେ ଚେତେଶ୍ୱର ପୂଜାରାଙ୍କୁ ତାହା ହିଁ କହିଥିଲି। ଆମକୁ ସାମାନ୍ୟ ଭାବେ ଖେଳିବାକୁ ହେବ। ମୁଁ ନିଜର ଶର୍ଟ ଖେଳିବି। ଜଣାଥିଲା ଆଗକୁ ପନ୍ତ ଏବଂ ମୟଙ୍କ ଆସିବେ। ପୂଜାରା ଚାପରେ ଥାଇ ବି ଯେଉଁଭଳି ଖେଳିଲେ ତାହା ଅବିଶ୍ୱସନୀୟ। ଶେଷରେ ପନ୍ତ ଚମକାଇଲେ ବୋଲି ରାହାଣେ କହିଛନ୍ତି।

ପ୍ରକାଶ ଯେ, ଭାରତ ପାଇଁ ନିର୍ଣ୍ଣାୟକ ଟେଷ୍ଟକୁ ଜିତିବା ସହଜ ନ ଥିଲା। ଆଡିଲେଡ୍‌ରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ବିରାଟ କୋହଲି ସ୍ବଦେଶ ଫେରି ଆସିଥିଲେ। ଏପରି ପରିସ୍ଥିତିରେ ଯୁବ ଖେଳାଳିଙ୍କ ଟିମ୍‌ ରାହାଣେଙ୍କ ତତ୍ତ୍ୱାବଧାନରେ ଭଲ ପ୍ରଦର୍ଶନ କରିଥିଲା। ଅନେକ ଖେଳାଳି ଆହତ ହେବା ସତ୍ତ୍ୱେ ଦଳ ୨-୧ରେ ସିରିଜ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri