ଆଜିଠାରୁ ଆଜିଓ ଅଲ୍‌ ଷ୍ଟାର୍ସ ସେଲ୍‌

ଭୁବନେଶ୍ୱର,୨୨।୯:ଭାରତର ପ୍ରିମିୟମ ଫେସନ ଇ-ଟେଲର ଆଜିଓର ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ‘ଅଲ୍‌ ଷ୍ଟାର୍ସ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମାର୍କସ୍‌ ଆଣ୍ଡ ସ୍ପେନ୍‌ସର ଏବଂ ଲି ଓ ରାଙ୍ଗଲର ସହଭାଗିତାରେ କରାଯାଉଥିବା ଏହି ‘ଅଲ୍‌ ଷ୍ଟାର୍ସ ସେଲ୍‌’ ୨୦୨୩ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେଉଛି, ଏହା ପୂର୍ବ (୨୦୨୩ ସେପ୍ଟମ୍ବେର ୧୭)ରୁ ଗ୍ରାହକମାନେ ପ୍ରତିଦିନ ୬ ଘଣ୍ଟାର ଲିମିଟେଡ୍‌ ଆକ୍ସେସ୍‌ ଲାଭ କରିଛନ୍ତି। ବିଶେଷ କରି ଆଜିଓ ଅଲ୍‌ ଷ୍ଟାର୍ସ ସେଲ୍‌ (ଏଏଏସଏସ୍‌) ଜରିଆରେ ଗ୍ରାହକମାନେ ୫୫୦୦ ରୁ ଅଧିକ ବ୍ରାଣ୍ଡ ମଧ୍ୟରୁ କ୍ରୟ କରିପାରିବେ। ଯେଉଁଥିରେ ଅତୁଳନୀୟ ସପିଂ ଅନୁଭବ ପ୍ରଦାନ କରୁଥିବା ୧.୫ ମିଲିୟନରୁ ଅଧିକ ଫେସନ ଷ୍ଟାଇଲ୍‌ ରହିଛି। ଏ ସମ୍ପର୍କରେ ଆଜିଓର ସିଇଓ ବିନୀଥ ନାୟର କହିଛନ୍ତି, ଅଲ୍‌ ଷ୍ଟାର୍ସ ସେଲ୍‌ ଫେସନର ସର୍ବବୃହତ୍‌ ବ୍ରାଣ୍ଡକୁ ଗ୍ରାହକଙ୍କ ନିକଟକୁ ଆଣି ଏକ ବାସ୍ତବିକ ଆକର୍ଷଣୀୟ ସପିଂ ଅନୁଭବ ପ୍ରଦାନ କରିଥାଏ ଏହି ସଂସ୍କରଣରେ ଆମେ ଛୋଟ ସହର ଓ ନଗରରୁ କ୍ରମାଗତ ଚାହିଦା ଓ ଅଧିକ ଅର୍ଡ଼ରର ଆଶା କରୁଛୁ, ଇଂଟରନେଟର ବହୁଳ ବ୍ୟବହାର ସହିତ ୫ଜିର ଶୁଭାରମ୍ଭ ଦ୍ୱାରା ଅଧିକରୁ ଅଧିକ ଭାରତୀୟମାନେ ଅନଲାଇନ୍‌ ସପିଂକୁ ଆପଣାଇଛନ୍ତି ଓ ଆମେ ଆଶା କରୁଛୁ ୧୦ଲକ୍ଷରୁ ଉଦ୍ଧର୍‌ବ ପ୍ରଥମ ଥର କ୍ରେତାମାନେ ଆଜିଓରେ ଥିବା ୧.୫ମିଲିୟନରୁ ଅଧିକ ଷ୍ଟାଇଲରୁ କିଣାକିଣି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri