ଅଗରକରଙ୍କୁ ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୨: ପୂର୍ବତନ ଭାରତୀୟ ପେସର ଅଜିତ ଅଗରକରଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏ ନେଇ ଦିଲ୍ଲୀ ଫ୍ରାଞ୍ଚାଇଜ ପକ୍ଷରୁ ସ୍ପଷ୍ଟ କରାଯାଇଛି। ପୂର୍ବତନ ପେସର ଏବେ ମୁଖ୍ୟ କୋଚ୍‌ ରିକି ପଣ୍ଟିଂ, ବୋଲିଂ କୋଚ୍‌ ଜେମ୍ସ ହୋପ୍ସ, ଦୁଇ ସହାୟକ କୋଚ୍‌ ଶେନ ଓ୍ବାଟସନ ଓ ପ୍ରବୀଣ ଆମ୍ରେଙ୍କ ସହ କାର୍ଯ୍ୟ କରିବେ।

“ଚଳିତ ସିଜନ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ ସହ ଯୋଡ଼ି ହେବା ପାଇଁ ମୁଁ ଖୁବ୍‌ ଉତ୍ସାହିତ” ବୋଲି ଅଗରକର କହିଛନ୍ତି। ଉଲ୍ଲେଖଯୋଗ୍ୟ, ୧୯୯୮ରୁ ୨୦୦୭ ମଧ୍ୟରେ ଅଗରକର ୨୬ ଟେଷ୍ଟ, ୧୯୧ ଦିନିକିଆ ଓ ୪ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଆଇପିଏଲରେ ସେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଦିଲ୍ଲୀ ଡେୟାରଡେଭିଲ୍ସ ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌-୧୯ ଲଢ଼େଇ: ଧାଓ୍ବନ, ପୁରନ, ଉନାଡକଟଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ,୧।୫(ପି.ଟି.)-କୋଭିଡ୍‌-୧୯ ମହାମାରୀ ଲଢ଼େଇରେ ଏବେ ଜଣକ ପରେ ଜଣେ କ୍ରିକେଟର ସାମିଲ ହେବାକୁ ଆଗକୁ ବାହରିଛନ୍ତି। ପଞ୍ଜାବ କିଙ୍ଗ୍ସ ତଥା ଓ୍ବେଷ୍ଟ ଇଣ୍ଡିଜ ବ୍ୟାଟ୍ସମ୍ୟାନ ନିକୋଲା...

ବେଞ୍ଜାମାଙ୍କ ଡବଲ ଗୋଲରେ ମାଡ୍ରିଡ୍‌ ବିଜୟୀ

ଏବର,୧୦।୧୧- କରିମ ବେଞ୍ଜାମାଙ୍କ ଡବଲ ଗୋଲ ବଳରେ ରିଅଲ ମାଡ୍ରିଡ୍‌ ଶନିବାର ଏକ ବୃହତ୍‌ ବିଜୟ ହାସଲ କରିଛି। ଦଳ ୪-୦ ଗୋଲରେ ଏବରକୁ ହରାଇ...

ଚମକିଲେ ପନ୍ତ, ପାଣ୍ଡ୍ୟା: ସିରିଜ ଜିତିଲା ଭାରତ

ମାଞ୍ଚେଷ୍ଟର, ୧୭ା୭: ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ...

ଏମ୍‌ଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ...

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼...

ଶେଷ ମ୍ୟାଚ ଜିତିଲା ଭାରତ

ଦୁବାଇ,୮।୧୧: ସେମିଫାଇନାଲରୁ ବାଦ୍‌ ପଡ଼ିଥିବା ଭାରତ ଚଳିତ ଟି୨୦ ବିଶ୍ୱକପର ଶେଷ ମ୍ୟାଚରେ ବିଜୟ ସହ ଅଭିଯାନ ଶେଷ କରିଛି। ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ...

ସୁପରଓଭରରେ ୬ ରନ୍‌ ରୋକି ଦେଲେ

ସେଣ୍ଟ କିଟ୍ସ,୨।୯: ମ୍ୟାଚ୍‌କୁ ଜିତିବା ପାଇଁ ଟ୍ରିନବାଗୋ ନାଇଟ୍‌ ରାଇଡର୍ସ (ଟିକେଆର୍‌)କୁ ସୁପରଓଭରରେ ଦରକାର ଥାଏ ୭ ରନ୍‌। ଗୁଏନା ଆମାଜନ ଓ୍ବାରିଅର୍ସ ପାଇଁ ବୋଲିଂ...

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକାର ସଂଘର୍ଷ

ପୋର୍ଟ ଏଲିଜାବେଥ,୧୯।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ...

Advertisement
Archives

Model This Week