ପୁଅ ଅଜିତଙ୍କ ପଛରେ ଚାଲିଗଲେ ମା’

ପୁରୀ ଅଫିସ,୧୭।୪: ପିପିଲି ଉପନିର୍ବାଚନ ପୂର୍ବରୁ ଗତ ୧୪ ତାରିଖରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଥିଲା। ଏହାର ଦିନ କେଇଟା ପରେ ତାଙ୍କ ମା’ କ୍ଷେତ୍ରମଣିଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ତେବେ ସେ ମଧ୍ୟ ପୁଅ ଅଜିତଙ୍କ ଭଳି କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶୁକ୍ରବାର ରାତିରେ ତାଙ୍କର ପରଲୋକ ଘଟିଛି। ଏହାକୁ ନେଇ ପରିବାର ଏବଂ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜ୍ଞତାସମ୍ପନ୍ନ ଏସ୍‌ଓପି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳନୀତି। ଆମର ପ୍ରସ୍ତୁତି ଗତିଶୀଳ,...

ଝାଞ୍ଜିରୁ ମିଳୁନି ନିସ୍ତାର

ଢେଙ୍କାନାଳ ଅଫିସ, ୧୬।୪ ରାଜ୍ୟରେ ଗ୍ରୀଷ୍ମପ୍ରବାହ ରେକର୍ଡ ଭାଙ୍ଗୁଛି। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଥିବାବେଳେ ଏଥିରୁ ବାଦ୍‌ ପଡ଼ିନି ଶିଳ୍ପ ଜିଲା ଢେଙ୍କାନାଳ।...

ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ: ଦୋଷ ମୁକ୍ତ ପୋଇଁ ଅଭିଯୋଗକାରୀଙ୍କୁ ଅପହରଣ

ପାରଳାଖେମୁଣ୍ଡି,୨୮।୪(ବ୍ୟୁରୋ): ରକ୍ଷକ ସାଜିଲା ବକ୍ଷକ। ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ । ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା...

ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ

ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦...

ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତା ଜାମ

କାଳିଆପାଣି,୨୩ା୫(ଡି.ଏନ.ଏ.): ଯାଜପୁର ଜିଲାର କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି। ସ୍ଥାନୀୟ ପୋଲିସର ଅପାରଗତା ଓ ଟ୍ରକ୍‌ ମାଲିକଙ୍କ ବେପରୁଆ ଗାଡି...

୪୪ଜଣଙ୍କ ଘର ଆଗରେ ଲାଗିଲା କରୋନା ପୋଷ୍ଟର

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- ତିର୍ତ୍ତୋଲ ବ୍ଲକ ଅଞ୍ଚଳର ୪୪ ଜଣ ବାହାର ରାଜ୍ୟରୁ ନିକଟରେ ଗାଁକୁ ଫେରିଛନ୍ତି। ସେମାନେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାମ ପଞ୍ଜୀକରଣ...

ପୋଲିସ ଛାଇରେ, ଆନ୍ଦୋଳନକାରୀ ଖରାରେ

ଭୁବନେଶ୍ୱର, ୧୭।୪ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଇଡ୍‌କୋ ଟାଓ୍ବାରସ୍ଥିତ ଟିପିସିଓଡିଏଲ୍‌ ଅଫିସ୍‌ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା।...

ମଣ୍ଡିକୁ ଅପେକ୍ଷା

ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ...

Advertisement
Archives

Model This Week