Posted inଜାତୀୟ

ଶରଦ ପାଓ୍ବାରଙ୍କୁ ଅଧ୍ୟକ୍ଷ ପଦରୁ ହଟାଯିବା ନେଇ ଜାଣି ନାହଁାନ୍ତି ଅଜିତ ଗୋଷ୍ଠୀର ନେତା

ମୁମ୍ବାଇ,୬।୭: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ରାଜନୈତିକ ଛକାପଞ୍ଚା ମଧ୍ୟରେ ଘଡିକରେ ଘୋଡା ଛୁଟୁଛି। ଦାଦା ବନାମ ପୁତୁରା କଳି ନୂଆ ମୋଡ ନେଇଛି।

ଏକ ଟିଭି ସାକ୍ଷାତକାରରେ ଅଜିତ ପାୱାରଙ୍କ ଏନସିପି ସାଂସଦ ଉମେଶ ପାଟିଲ ପ୍ରକାଶ କରିଛନ୍ତି ଯେ, ଶରଦ ପାୱାରଙ୍କୁ କେଉଁ ବୈଠକରେ ଶୀର୍ଷ ପଦବୀରୁ ହଟାଇ ଦିଆଯାଇଛି ସେ ଜାଣି ନାହଁାନ୍ତି। ସେ କହିଛନ୍ତି, ଶୁକ୍ରବାର ହୋଇଥିବା ବୈଠକ ବିଷୟରେ ମୋତେ କୌଣସି ସୂଚନା ଦିଆଯାଇନାହିଁ। ମୁଁ ସେହି ସଭାରେ ଉପସ୍ଥିତ ନଥିଲି। ଗଣମାଧ୍ୟମ ଦ୍ୱାରା ସଭା ବିଷୟରେ ଜାଣିବାକୁ ପାଇଲି। ଉମେଶଙ୍କ ଏହି ସାକ୍ଷାତକାର ଭିଡିଓକୁ ଶେୟାର କରି ଏଏପି(ଆପ୍‌) ସାଂସଦ ସଞ୍ଜୟ ସିଂ ପ୍ରଶ୍ନ କରିଛନ୍ତି ଯେ, ମହାରାଷ୍ଟ୍ରରେ କି ନାଟକ ଚାଲିଛି।

ସୂଚନାଯୋଗ୍ୟ, ଅଜିତ ପାୱାର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଦୁଇ ଦିନ ପୂର୍ବରୁ ସେ ଏନସିପି ସଭାପତି ଭାବେ ନିର୍ବାଚିତ ହୋଇଥିବା ନେଇ କହିଛନ୍ତି। କେବଳ ଏତିକି ନୁହେଁ ଦଳୀୟ ଚିହ୍ନକୁ ଦାବି କରିବାକୁ ସେ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଥିଲେ। ତେବେ ଜାତୀୟ କାର୍ଯ୍ୟର୍ନିବାହୀ ବୈଠକରେ ଅଜିତଙ୍କୁ ଏନସିପି ସଭାପତି କରାଯାଇଥିବା ଏବେ ଯାଏଁ କୌଣସି ସୂଚନା ମିଳିନାହିଁ


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri