Posted inଜାତୀୟ

ଟେନ୍‌ସନରେ ଅଜିତ ପାଓ୍ବାର: ଡାକିଲେ ରୁଦ୍ଧଦ୍ୱାର ବୈଠକ

ପୁଣେ,୧୭ା୭:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନ୍ୟାଶନାଲ କଂଗ୍ରେସ ପାର୍ଟି (ଏନ୍‌ସିପି)କୁ ଝଟ୍‌କା ଲାଗିଛି। ପିମ୍ପ୍ରି-ଚିଞ୍ଚଓ୍ବାଡର ୨୯ ଜଣ କାଉନସିଲରରୁ ଅଜିତ ପାଓ୍ବାରଙ୍କ ହାତ ଛାଡି ଶରଦ ପାଓ୍ବାରଙ୍କ ଏନ୍‌ସିପିରେ ସାମିଲ ହୋଇଥିଲେ। ଗୁରୁବାର ଅଜିତ ପିମ୍ପ୍ରି-ଚିଞ୍ଚଓ୍ବାଡର ଦଳୀୟଙ୍କ ନେତାଙ୍କ ସହ ଏକ ରୁଦ୍ଧଦ୍ୱାରା ବୈଠକ କରିଛନ୍ତି। ଏହି ବୈଠକରେ ସେ ଦଳୀୟ ନେତାଙ୍କୁ ବୁଝାଇବା ଉପରେ ଜୋର ଦେଇଥିଲେ।
ଲୋକ ସଭା ନିର୍ବାଚନରେ ଅଜିତ ପାଓ୍ବାରଙ୍କ ଦଳର ଶୋଚନୀୟ ପ୍ରଦର୍ଶନ ପରେ ଦଳରେ ଚାପ ବଢ଼ୁଛି। ଏହି ଦଳ ଗୋଟିଏ ଲୋକ ସଭା ଆସନ ଜିତିବାକୁ ସକ୍ଷମ ହୋଇଥିବାବେଳେ ଶରଦଙ୍କ ଦଳ ୮ଟି ଆସନରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଚୂରମାର୍‌! ବଡ଼ ଚାଲ୍‌ ଖେଳିଲେ ଷ୍ଟାଲିନଙ୍କ ପୁଅ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ଏପରି ଏକ ମୋଡ଼ରେ ପହଞ୍ଚିଛି, ଯେଉଁଠାରେ ପ୍ରତି ଘଣ୍ଟାରେ କ୍ଷମତା ଗତିଶୀଳତା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। ଅଭିନେତାରୁ ରାଜନେତା ହୋଇଥିବା…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

ଆଇପିଏଲ୍‌ ଡଗଆଉଟ୍‌ରେ ଅଣସ୍ବୀକୃତି ପ୍ରାପ୍ତ ଲୋକ: ଚିନ୍ତା ପ୍ରକଟ କଲା ଏସିଏସ୍‌ୟୁ

ନୂଆଦିଲ୍ଲୀ,୮ା୫: ଆଇପିଏଲ୍‌ର ଆଣ୍ଟି କରପଶନ ଏବଂ ସିକ୍ୟୁରିଟି ୟୁନିଟ୍‌ (ଏସିଏସ୍‌ୟୁ) ଚଳିତ ସିଜନରେ ଦଳର ଡଗ୍‌ଆଉଟ୍‌, ବସ୍‌, ହୋଟେଲ, ଖେଳାଳି ଓ ମ୍ୟାଚ୍‌ ଅଫିସିଆଲ୍ସ ଏରିଆ (ପିଏମ୍‌ଓଏ)ରେ…

ନିଜ ଗୋଡ଼ରେ କୁରାଢ଼ି ମାରିଲେ ବିରାଟ କୋହଲି: ‘ଜିରୋ’ରେ ଆଉଟ୍‌ ହେବାପରେ ଖୋଲିଗଲା ସବୁ ରାଜ୍‌

ନୂଆଦିଲ୍ଲୀ,୮।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୬ରେ ଚତୁର୍ଥ ପରାଜୟ ବରଣ କରିଛି। ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଡିଫେଣ୍ଡିଂ ଚାମ୍ପିଅନ, ଆରସିବି ୯ ରନରେ ପରାସ୍ତ ହୋଇଛି।…

ବଙ୍ଗଳାରେ ମନ୍ତ୍ରିମଣ୍ଡଳକୁ ନେଇ ବଡ଼ ଖବର: ଓଡ଼ିଶା ଫର୍ମୂଲା ପକାଇବ ଭାଜପା! ଦେବ ମହିଳା ଉପମୁଖ୍ୟମନ୍ତ୍ରୀ, ଚର୍ଚ୍ଚାରେ…

କୋଲକାତା, ୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଆଜି ଅପରାହ୍ନ ୪ଟାରେ କୋଲକାତାରେ ଭାଜପା ବିଧାୟକ…

ଥାଲାପତି ବିଜୟଙ୍କ ସହ ୧୦୮ ବିଧାୟକ ଇସ୍ତଫା ଦେଲେ ମିଳିବ କି ପେନଶନ? ଜାଣନ୍ତୁ କଣ ରହିଛି ନିୟମ…

ଚେନ୍ନାଇ,୮।୫: ନିର୍ୱାଚନ ଫଳାଫଳ ପରେ ତାମିଲନାଡୁରେ ସରକାର ଗଠନ ପ୍ରକ୍ରିୟା ଏବେ ଏକ ନାଟକୀୟ ମୋଡ଼ରେ ପହଞ୍ଚିଛି। ଅଭିନେତାରୁ ରାଜନେତା ପାଲଟିଥିବା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି…

ଅଖିଳେଶଙ୍କୁ ଭାଜପା ନେତାଙ୍କ ଭୟଙ୍କର ଚେତାବନୀ: ମମତା ବାନାର୍ଜୀଙ୍କୁ ଯିଏ ଯିଏ ଭେଟିବାକୁ ଯିବେ…

ନୂଆଦିଲ୍ଲୀ,୮।୫: ପଶ୍ଚିମବଙ୍ଗ ନିର୍ବାଚନରେ ଏକ ବଡ଼ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ମନା କରିଦେଇଥିଲେ। ଏହି ନିଷ୍ପତ୍ତି ବଙ୍ଗଳା ବିଧାନସଭା ଭାଙ୍ଗି ଦେଇଥିଲା।…

ଟି-୨୦ ଅଧିନାୟକ ପଦରୁ ବିଦା ଦେବେ ସୂର୍ଯ୍ୟକୁମାର: ଏହି କ୍ରିକେଟର୍‌ଙ୍କୁ ମିଳିବ ଦାୟିତ୍ୱ

ନୂଆଦିଲ୍ଲୀ,୮।୫: ୨୦୨୬ ଆଇପିଏଲ ସିଜିନ ଶେଷ ହେବା ପରେ ଅନ୍ତର୍ଜାତୀୟ କ୍ରିକେଟ ପୁଣି ଥରେ ଆରମ୍ଭ ହେବା ସହିତ ଟିମ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହୋଇପାରେ। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri