Posted inଜାତୀୟ

ଅଜିତ ପାଓ୍ବାର ବିରୋଧୀ ଦଳ ନେତା

ମୁମ୍ବାଇ, ୫।୭: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ବିଧାନସଭାରେ ବିରୋଧୀ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଶିବସେନା-ଭାଜପା ମେଣ୍ଟ ପରେ ଏନ୍‌ସିପିର ସର୍ବାଧିକ ସଦସ୍ୟ ରହିଥିବାରୁ ଏହି ଦଳ ଏବେ ବିରୋଧୀ ଭୂମିକା ତୁଲାଇବ। ବିରୋଧୀ ଦଳ ନେତା ଭାବେ ବାଚସ୍ପତି ରାହୁଲ ନରଓ୍ବେକର ଏନ୍‌ସିପିର ଅଜିତ ପାଓ୍ବାରଙ୍କ ନାଁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ବେଦ ମହାମନ୍ଦିରରେ ମୋଦି

କାଶୀ,୧୪।୧୨: କାଶୀ ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବର୍ବେଦ ମହାମନ୍ଦିରରେ ପହଞ୍ଚିଛନ୍ତି। ଏଠାରେ ସେ ସଦଗୁରୁ ସଦାଫଲଦେବଙ୍କ ପ୍ରତିମୂର୍ତ୍ତିକୁ ଫୁଲ ଅର୍ପଣ...

ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।...

ୟୁକ୍ରେନ୍‌ ଫେରନ୍ତାଙ୍କ ପାଇଁ ମେଡିକାଲ ସିଟ୍‌ ବଢ଼ାଅ

ନୂଆଦିଲ୍ଲୀ, ୩୦ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ସିଟ୍‌ ବଢ଼ାଇବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପ୍ରଧାନମନ୍ତ୍ରୀ...

ଲୋକାଲ ଟ୍ରେନ୍‌ରେ ଫିଲ୍ମ-ଟିଭି ଶୋ ଦେଖିପାରିବେ ଯାତ୍ରୀ…

ମୁମ୍ବାଇ, ୧୨।୨ : ଏଣିକି ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ସମୟରେ ଯାତ୍ରୀ ଫିଲ୍ମ ଏବଂ ଟିଭି ଶୋ ଦେଖିପାରିବେ। ଭାରତୀୟ ରେଳ ଅଧିକାରୀ...

ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !

ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ...

ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଉପରକୁ ଆଉ ଏକ ଲେଟର ବମ, ଏବେ ପଲିଗ୍ରାଫ ଟେଷ୍ଟକୁ ଦେଲେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ଆଉ ଏକ ଲେଟର ବମ ସାମ୍ନାକୁ ଆସିଛି...

୧୦୦ ଲିଭ ଇନ ଯୋଡ଼ା କଲେ ସୁରକ୍ଷା ଆବେଦନ: ହାଇକୋର୍ଟଙ୍କ ବଢ଼ିଲା ଚିନ୍ତା…

ଚଣ୍ଡିଗଡ଼,୫।୬ : ମଣିଷର ଆବଶ୍ୟକତା ତାଙ୍କୁ ଏପରି ସ୍ଥିତିରେ ପହଞ୍ଚାଇଛି ଯେଉଁଠାରେ କିଛି ଯୁବବର୍ଗମାନଙ୍କ ପାଇଁ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବା କଷ୍ଟକର ହୋଇପଡିଛି। ପରିବର୍ତ୍ତିତ ଜୀବନଶୈଳୀ...

ଆଜି ଦେଶରେ ଦେଢ଼ଲକ୍ଷରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୯ା୧: ଦେଶରେ କରୋନା ପ୍ରତି ବିପଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୯,୬୩୨ନୂତନ କରୋନା ମାମଲା ରିପୋର୍ଟ ହୋଇଛି।...

Advertisement
Archives

Model This Week