Posted inଜାତୀୟ

ନୂଆ ସଂସଦ ଭବନର ପ୍ରଶଂସା କଲେ ଅଜିତ ପାଓ୍ବାର, କହିଲେ ଦେଶକୁ ଏହାର ଆବଶ୍ୟକତା ଥିଲା

ପୁଣେ,୩୦।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ନେତା ଅଜିତ ପାଓ୍ବାର ସୋମବାର ନୂଆ ସଂସଦ ଭବନ ଉଦଘାଟନର ପ୍ରଶଂସା କରିଛନ୍ତି। ସମସ୍ତ ଏମପି ଏକାଠି ହୋଇ ସାଧାରଣ ଜନତାଙ୍କ ପାଇଁ କାମ କରିବା ଓ ସେମାନଙ୍କ ସମସ୍ତ ପ୍ରସଙ୍ଗକୁ ବିଚାର କରିବାକୁ ଅଜିତ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ଏନସିପି ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମନା କରି ଦେଇଥିଲା। ଦଳର ମୁଖ୍ୟ ତଥା ଅଜିତଙ୍କ ଚାଚା ଶରଦ ପାଓ୍ବାର ବି ଉଦଘାଟନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ନ କରିବାକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ।

ଅଜିତ ପାଓ୍ବାର କହିଛନ୍ତି, ଆମେ ସମସ୍ତେ ଜାଣିଛୁ ଇଂରେଜମାନେ ସେମାନଙ୍କ ସଂସଦ(ପୁରୁଣା ବିଲଡିଂ) ନିର୍ମାଣ କରିଥିଲେ। ଏବେ ଯେଉଁ ନୂଆ ସଂସଦ ଭବନର ଉଦଘାଟନ ହୋଇଛି ଆମେ ନିଜେ ତାକୁ ନିର୍ମାଣ କରିଛୁ।
ପୁଣେରେ ଖବରଦାତାଙ୍କ ସହ କଥା ହେବା ସମୟରେ ଅଜିତ ପାଓ୍ବାର କହିଛନ୍ତି ରାଜ୍ୟକୁ ନିଜର ବିଧାନସଭା ଭବନ ନିର୍ମାଣ କରିବା କଥା। ମହାରାଷ୍ଟ୍ରରେ ବି ୧୯୮୦ ପରେ ଏକ ନୂଆ ବିଧାନସଭା ଭବନ ନିର୍ମାଣ କରାଯାଇଛି। ହେଲେ ଏବେ ଚର୍ଚ୍ଚା ହେଉଛି କି ମହାରାଷ୍ଟ୍ରରେ ନୂଆ ବିଧାନସଭା ଭବନ ନିର୍ମାଣ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri